ବସନ୍ତପୁର ପ୍ରାଥମିକ ବିଦ୍ୟାଳୟ: ଶିକ୍ଷକ ନ ଥିବାରୁ ତାଲା ପକାଇଲେ ଗ୍ରାମବାସୀ

ପୁରୁଣା ଭୁବନେଶ୍ୱର,୧୧।୮(ଡି.ଏନ.ଏ.): ଭୁବନେଶ୍ୱର ଉପକଣ୍ଠ ବସନ୍ତପୁର ଶାସନର ଗ୍ରାମବାସୀ ବସନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କ ପାଠ ପଢାଇବାକୁ ଶିକ୍ଷକଙ୍କ ସଂଖ୍ୟା କମ୍‌ ଥିବାରୁ ଶନିବାର ତାଲା ପକାଇଥିଲେ। ୧୯୧୨ମସିହାରେ ସ୍ଥାପିତ ଏହି ବିଦ୍ୟାଳୟଟି ନାନା ସମସ୍ୟା ଦେଇ ଗତି କରୁଛି। ଦୀର୍ଘ ୬ ମାସ ହେଲାଣି ୫ଟି ଶ୍ରେଣୀରେ ପଢୁଥିବା ୬୨ ପିଲାଙ୍କୁ ମୋଟ ଦୁଇଜଣ ଶିକ୍ଷକ ପଢାଇ ଆସୁଛନ୍ତି। ଏହାକୁ ତୀବ୍ର ବିରୋଧ କରି ଗ୍ରାମବାସୀ ତାଲା ପକାଇବା ସହ ସିଆରସିସିଙ୍କୁ ଘେରିଥିଲେ। ତୁରନ୍ତ ପ୍ରଧାନଶିକ୍ଷକ ନିଯୁକ୍ତି ଏବଂ ଆବଶ୍ୟକ ଶିକ୍ଷକ ନିଯୁକ୍ତି କରାଯିବା ନେଇ ଗ୍ରାମବାସୀ ସିଆରସିସିଙ୍କ ପାଖରେ ଅଡି ବସିଥିଲେ। ସୂଚନାଥାଉ କି ରାଜଧାନୀ ଉପକଣ୍ଠ ଏବଂ ଅନେକ ଶିକ୍ଷା ଜିଲାରେ ଶିକ୍ଷୟିତ୍ରୀଶିକ୍ଷକମାନେ ଉପଯୁକ୍ତ ଶିକ୍ଷାଦାନ ନ କରି ବିଦ୍ୟାଳୟକୁ ବିଳମ୍ବରେ ଆସିବା ସହ ମନମୁଖୀ କ୍ଲାସ କରିବା ସହ ଅଧିକ ସମୟ ମଧ୍ୟାହ୍ନଭୋଜନରେ ଦେବା ଦ୍ୱାରା ପିଲାମାନେ ପାଠ ପଢାରୁ ବଞ୍ଚତ୍ତ ହେଉଛନ୍ତି। ଏଥିପ୍ରତି ଶିକ୍ଷୟିତ୍ରୀଶିକ୍ଷକ ଯତ୍ନଶୀଳ ହେବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ଆଜିଠୁ ୫ ଦିନ ଯାଏ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୮।୩: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।…

ଏସ୍‌ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା

କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍‌ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର…

ବେଲୁ ନାହିଁ, ବେଲେଇ ହଉଛନ୍ତି: ବିଜୁବାବୁଙ୍କ ମଥାରେ କଳଙ୍କର ଟିକା ଲଗାଇଥିବା ପରିବାର ଏବେ…

ଭୁବନେଶ୍ୱର,୧୮ା୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ନେଇ କିଛିଦିନ ହେବ ରାଜ୍ୟ ରାଜନୀତିରେ ଅନେକ ବିତର୍କ ଚାଲିଛି। କିଏ ବିଜୁଙ୍କୁ ସିଆଇଏ ଏଜେଣ୍ଟ କହିଲାଣି ତ, ଆଉ…

ଓଡ଼ିଶା ପାଇଁ ଗର୍ବ: ଓଡ଼ିଆ ସିନେମା ‘ବୋଉ ବୁଟୁ ଭୂତ’କୁ ଜାତୀୟ ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୮ା୪(ବନ୍ଦନା ସେଠୀ):ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛି ଓଡ଼ିଆ ଚଳଚ୍ଚିତ୍ର ‘ବୋଉ ବୁଟୁ ଭୂତ’। ମୁମ୍ବାଇରେ ଆୟୋଜିତ ଇନ୍‌କା (ଆଇଏନ୍‌ସିଏ) ଆୱାଡର୍‌ସ ଉତ୍ସବରେ ଏହାକୁ…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri