ବସ୍ତା, ୧୭।୩(ଡି.ଏନ.ଏ.)-ଇଟାଲୀରୁ ଫେରିଥିବା ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳର ଜଣେ ଯୁବକ କରୋନାରେ ଆକ୍ରାନ୍ତ ଥିବା ସନ୍ଦେହ କରାଯାଉଛି। ରବିବାର ସେ ଗଁ।ରେ ପହଞ୍ଚିବା ଘରୁ ଆଦୌ ବାହାରକୁ ଆସୁ ନ ଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି। ହେଲେ ତାଙ୍କ ପରିବାର ପକ୍ଷରୁ ଏହାକୁ ଅସ୍ବୀକାର କରାଯାଇଛି।
ଘରେ ଶୋଇଥିବାବେଳେ ମାଡ଼ି ଆସିଲା ବିପଦ: ଆକାଶରୁ ଖସିଲା ମୃତ୍ୟୁ, ଗୋଟିଏ ପରିବାରର…
ନୀଳଗିରି,୨୦ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ଘରେ ଶୋଇଥିବା ଅବସ୍ଥାରେ ରବିବାର ରାତିରେ ହଠାତ୍ ହେଲା ବଜ୍ରପାତ। ଏହି ବଜ୍ରପାତରେ ଗୋଟିଏ ପରିବାରର ୮ ଜଣଙ୍କ ମଧ୍ୟରୁ ୫ ଜଣ…
Archives

