ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର, ଓଡିଶାକୁ ବିଶ୍ୱ ସ୍ତରୀୟ ସ୍ବୀକୃତି: ଜାଗା ମିଶନ ପାଇଁ ‘ଓ୍ବାର୍ଲଡ ହାବିଟାଟ’ ପୁରସ୍କାର

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବସ୍ତିରେ ରହୁଥିବା ଲୋକମାନଙ୍କୁ ଥଇଥାନ କରିବା , ସେମାନଙ୍କୁ ଜମି ଅଧିକାର ଦେବା ଓ ଜୀବନ ଜୀବିକା ବିକାଶ କ୍ଷେତ୍ରରେ ନେଇଥିବା ପଦକ୍ଷେପ ପାଇଁ ରାଜ୍ୟ ସରକାରଙ୍କୁ ‘ଓ୍ବାର୍ଲଡ ହାବିଟାଟ’(ବିଶ୍ୱ ଆବାସସ୍ଥଳୀ)ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟ ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ ଜରିଆରେ ଭୁମି ଅଧିକାର ଦେଇଥିବାରୁ ଏହି ପୁରସ୍କାର ମଳିଛି। ରାଜ୍ୟର ବିଭିନ୍ନ ବସ୍ତିରେ ରହୁଥିବା ଲକ୍ଷାଧିକ ବସ୍ତିବାସିନ୍ଦାଙ୍କ ଜୀବନକୁ ସୁରକ୍ଷା ଦେଇଥିବାରୁ ସରକାରଙ୍କୁ ବିଶ୍ୱସ୍ତରରେ ସ୍ବକୃତୀ ମିଳି ପାରିଛି। ପ୍ରଥମ ଥର ଲାଗି ରାଜ୍ୟ ସରକାରଙ୍କୁ ବସ୍ତିର ବିକାଶ ପାଇଁ ଏଭଳି ଏକ ବିଶ୍ୱସ୍ତରୀୟ ପୁରସ୍କାର ମିଳି ପାରିଛି। ଓ୍ବାର୍ଲଡ ହାବିଟାଟର ମୁଖ୍ୟ ଡେଭିଡ ଆର୍ୟଲାଣ୍ଡ କହିଛନ୍ତି ଯେ ଏହି ପ୍ରକଳ୍ପ ଯେ କେବଳ ବସ୍ତିବାସିନ୍ଦାଙ୍କୁ ଜମି ଅଧିକାର ଦେଇ ନାହିଁ ବଂର ସେମାନଙ୍କର ଜୀବିକା ବିକାଶ କ୍ଷେତ୍ରରେ ମଧ୍ୟ ଅଦ୍ଭୁତ ପୂର୍ବ କାର୍ଯ୍ୟ କରିପାରିଛି। ଏହି ପ୍ରକଳ୍ପ ଦ୍ୱାରା ଓଡିଶାର ୧ ହଜାରରୁ ଉର୍ଦ୍ଧ୍ୱ ବସ୍ତିରେ ରହୁଥିବା ନିୟୁତ ଲୋକଙ୍କୁ ଫାଇଦା ଦେଇ ପାରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ…

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଉଜ୍ଜ୍ୱଳା ଯୋଜନା ହିତାଧିକାରୀଙ୍କୁ ବଡ଼ ଝଟ୍‌କା: କମିଲା ସବ୍‌ସିଡି, ଜାଣନ୍ତୁ ଏବେ କେତେ ମିଳିବ…

ନୂଆଦିଲ୍ଲୀ,୮।୬: ଉଜ୍ଜଳା ହିତାଧିକାରୀଙ୍କୁ ବଡ଼ ଝଟ୍‌କା। ସବ୍‌ସିଡି ସିଲିଣ୍ଡର ସଂଖ୍ୟା ୯ରୁ ୪କୁ ଖସିଲା। ଏହାର ଅର୍ଥ ହେଉଛି ଉଜ୍ଜ୍ୱଳା ଯୋଜନା ଅଧୀନରେ ଆସୁଥିବା ପରିବାରଗୁଡ଼ିକୁ ବର୍ଷକୁ…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ…

କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ରେ ସୋମବାର ଅପରାହ୍ନ ପ୍ରାୟ ୪ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀର ତାଣ୍ଡବ ପ୍ରଭାବରେ…

ରଜକ ସମାଜ ନୂତନ କର୍ମକର୍ତ୍ତା ଚୟନ: ରାଧାମୋହନ-କହ୍ନେଇଙ୍କୁ ବଡ଼ ଦାୟିତ୍ୱ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଯୋଗୀମାରୀ ଠାରେ ରଜକ ସମାଜ ଉପରଅଣଗିରୀ ମୁଠାର ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସୋମବାର ଅନୁଷ୍ଠିତ ହୋଇଯାଇଛି।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍‌ରୁ ମିଳିଲା ଏତେ ପରିମାଣର… ଦେଖିକି ଭିଜିଲାନ୍ସ ତାଜୁବ

ବାଲିଗୁଡା, ୮।୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବେକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକରକୁ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri