ବସ୍‌ରେ ଲାଗିଲା ନିଆଁ

ବାଲେଶ୍ୱର ଅଫିସ,୧୧।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ୬ନଂ. ଜାତୀୟ ରାଜପଥ ପଦ୍ମପୁର ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶତାଧିକ ଯାତ୍ରୀ ନେଇ ଯାଉଥିବାବେଳେ ଶନିବାର ସନ୍ଧ୍ୟାରେ ହଠାତ୍‌ ନିଆଁ ଲାଗିଯାଇଥିଲା।
ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ବସ୍‌ ବାହାରି ବାରିପଦା ଅଭିମୁଖେ ଯାଉଥିବା ବେଳେ ପଦ୍ମପୁର ନିକଟରେ ବସ୍‌ରେ ନିଆଁ ଲାଗିଯାଇଥିଲା। ବସ୍‌ ଭିତରେ ଧୂଆଁ ଭର୍ତ୍ତି ହୋଇଯିବାରୁ ଡ୍ରାଇଭର ଏବଂ ହେଲପର ବସ୍‌ରେ ନିଆଁ ଲାଗିଥିବା ଜାଣିପାରିଥିଲେ। ବସ୍‌କୁ ଅଟକାଇବା ସହ ଯାତ୍ରୀମାନେ ବସ୍‌ର ଝରକା କାଚକୁ ଭାଙ୍ଗି ବାହାରକୁ ବାହାରିଥିଲେ। ଯାତ୍ରୀମାନେ ଭୟଭୀତ ହୋଇ ଠେଲାପେଲା ହେବାରୁ ବହୁ ମହିଳା, ଶିଶୁ ଓ ବୃଦ୍ଧାବୃଦ୍ଧମାନେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ, ବସ୍‌ କର୍ମଚାରୀ ଓ ଯାତ୍ରୀମାନଙ୍କ ମିଳିତ ଉଦ୍ୟମରେ ନିଆଁକୁ ଆୟତ୍ତ କରାଯାଇଥିଲା। କୌଣସି ଯାତ୍ରୀଙ୍କର ମୃତ୍ୟୁବରଣ ହୋଇ ନ ଥିବା ବେଳେ ଓଭରଲୋଡ଼ିଂ ଯୋଗୁ ଟାୟାର୍‌ରେ ନିଆଁ ଲାଗି ଯାଇଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?