ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

କଟକସଦର,୨୬।୯(ଡି.ଏନ୍‌.ଏ.): କଟକ-ପାରାଦୀପ ରାସ୍ତାର କନ୍ଦରପୁର ଛକରେ ଗୁରୁବାର ମଧ୍ୟାହ୍ନରେ ଏକ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଜଗତସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ କଳନ୍ତିରା ଗ୍ରାମର କାଳିଆ ସେଠୀ(୨୨)। ସେ ଏକ ବାଇକ୍‌ ଯୋଗେ କଟକ ଅଭିମୁଖେ ଯାଉଥିବାବେଳେ ବସ୍‌ର ପଛ ପଟେ ଧକ୍କା ହୋଇଥିଲା। ଫଳରେ ବସ୍‌ର ପଛଚକ ତାଙ୍କ ମୁଣ୍ଡ ଉପରେ ମାଡ଼ି ଯାଇଥିଲା। କନ୍ଦରପୁର ପୋଲିସ ବାଇକ୍‌ ଜବତ କରିଥିବାବେଳେ ଦୁର୍ଘଟଣା ଘଟାଇଥିବା ବସ୍‌ଟିକୁ ଧରିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri