ବସ୍‌ ବାଇକ୍‌ ମୁହାଁମୁହିଁ: କଲେଜ ଛାତ୍ରୀଙ୍କ ସହ ୨ ମୃତ

ଦେବଗଡ଼,୯।୭(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ହଦମୁଣ୍ଡା ଘାଟି ନିକଟସ୍ଥ ୫୩ ନଂ ଜାତୀୟ ରାଜପଥରେ ମଙ୍ଗଳବାର
ଏକ ବସ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ କଲେଜ ଛାତ୍ରୀଙ୍କ ସହ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ସନ୍ତୋଷ ପ୍ରଧାନ(୨୦) ଓ ଦେବଗଡ଼ କଲେଜର ଛାତ୍ରୀ ସୀମାରେଖା ବିଶ୍ୱାଳ, ଉଭୟଙ୍କ ଘର ବାଘିଆବନ୍ଧ ଗାଁରେ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ସୀମାରେଖା ଦେବଗଡ଼ କଲେଜରେ ଯୁକ୍ତ ଦୁଇ ଛାତ୍ରୀ। ସକାଳେ ସନ୍ତୋଷ ଓ ସୀମାରେଖା ବାଇକ୍‌ରେ ଦେବଗଡ଼ ଯାଉଥିଲେ। ଏହି ସମୟରେ ଦେବଗଡ଼ରୁ ଅନୁଗୋଳ ଅଭିମୁଖେ ଯାଉଥିବା ଏକ ବସ୍‌ ସହ ସେମାନଙ୍କ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ସନ୍ତୋଷଙ୍କର ମୃତ୍ୟୁ ଘଟିଥିଲା। ସୀମାରେଖାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri