Posted inଫୁରସତ

ବହି ପଢା ନ ଶୁଣିଲେ କାନ୍ଦୁଛନ୍ତି ୧୦ମାସର ଶିଶୁ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ, କିନ୍ତୁ ଏହା ସମ୍ପୂର୍ଣ୍ଣ ସତ। ସାଧାରଣ ଭାବେ ଛୋଟ ଶିଶୁଙ୍କର ସମୟ ଖେଳକୁଦ କିମ୍ବା ଶୋଇବାରେ କଟିଥାଏ। ପଢ଼ିବା ଭଳି କୌଣସି କଥା ସେମାନଙ୍କ ମନକୁ ବୁଝାପଡ଼ି ନ ଥାଏ। ଆଜିକାଲି ଶିଶୁଙ୍କ ପାଇଁ ମୋବାଇଲ୍‌ ସବୁକିଛି। କିନ୍ତୁ ଏବେ ସୋସିଆଲ୍‌ ମିଡିଆରେ ଜଣେ ୧୦ ମାସିଆ ଶିଶୁ ବିଷୟରେ ଖୁବ୍‌ ଚର୍ଚ୍ଚା ଚାଲିଛି। ଶୁଣିବାକୁ ମିଳୁଛି, ଏତେ କମ୍‌ ବୟସରେ ସେ ବହି ପଢ଼ା ଶୁଣିବାକୁ ପୂରା ପାଗଳ। ଦିନସାରା କେହି ନା କେହି ତାଙ୍କୁ ବହି ପଢ଼ି ଶୁଣାଇବା ନିତାନ୍ତ ଜରୁରୀ। କିଛି ନ ବୁଝିଲେ ବି ତାଙ୍କୁ ବହି ପଢ଼ା ଶୁଣିବାରୁ କ’ଣ ମିଳୁଛି କେହି ଜାଣିପାରୁ ନାହାନ୍ତି। ହେଲେ ତାଙ୍କର ଏହି ଅଭ୍ୟାସ ପରିବାର ଲୋକଙ୍କୁ ନୟାନ୍ତ କରିପକାଇଲାଣି। ଏହି ପୁସ୍ତକ ପ୍ରେମୀଙ୍କ ନାଁ ହେଉଛି ଏମ୍ମେଟ୍‌। ଏମ୍ମେଟ୍‌ ଦିନରାତି କେବଳ ବହି ପଢ଼ା ଶୁଣିବାକୁ ପସନ୍ଦ କରୁଛି। ବହି ପଢ଼ା ମଝିରୁ ବନ୍ଦ କଲେ, ସେ ଜୋର୍‌ସୋର୍‌ରେ କାନ୍ଦିବାକୁ ଲାଗୁଛି। ଏଣୁ ତାଙ୍କ ସାମ୍ନାରେ ଅନବରତ ବହି ପଢ଼ିବାକୁ ପଡୁଛି। କେବଳ ଶୋଇବା ବ୍ୟତୀତ ଅନ୍ୟ କୌଣସି ସମୟରେ ପରିବାର ଲୋକଙ୍କୁ ଏମ୍ମେଟ୍‌ ପାଖରୁ ନିସ୍ତାର ନାହିଁ। ଖେଳକୁଦ ନକରି ସେ କେବଳ ବହି ପଢ଼ା ଶୁଣୁଛି। ତାଙ୍କ ଏହି କୌତୁକିଆ ଅଭ୍ୟାସ ଏବେ ଲୋକଙ୍କୁ ହସିବାର ଖୋରାକ୍‌ ତ ଯୋଗାଉଛି କିନ୍ତୁ ପରିବାର ଲୋକଙ୍କ ହୋସ୍‌ ଉଡ଼ାଇଦେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ଥାନାରେ ଅଭିଯୋଗ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

୩ ରାଜ୍ୟରେ ବଢିଲା ପେଟ୍ରୋଲ ଦର, ଜାରି ହେଲା ନୂଆ ରେଟ୍‌…

ନୂଆଦିଲ୍ଲୀ, ୧୯।୮: ଦେଶବ୍ୟାପୀ ପେଟ୍ରୋଲ-ଡିଜେଲ ଦର କମିବାର କୌଣସି ଆଶା ଦେଖାଯାଉନାହିଁ। ଆନ୍ତର୍ଜାତୀୟ ବଜାରରେ କ୍ରୁଡ୍ ଅଏଲ୍ (କଚ୍ଚା ତେଲ) ଦର ପୁଣି ଥରେ ବୃଦ୍ଧି ପାଇଛି…

ତାମିଲନାଡୁ ସରକାରଙ୍କ କଡ଼ା ନିର୍ଦ୍ଦେଶ: CJP ଆନ୍ଦୋଳନରେ ସାମିଲ ହୋଇପାରିବେନି ଛାତ୍ରୀଛାତ୍ର

ଚେନ୍ନାଇ,୧୯ା୮: ତାମିଲନାଡୁ ସରକାର ବୁଧବାର ଏକ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। CJP ଆନ୍ଦୋଳନରେ କୌଣସି ଛାତ୍ରୀଛାତ୍ର ସାମିଲ ହୋଇପାରିବେନି ବୋଲି ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି…

ସାବଧାନ ରୁହନ୍ତୁ ଏହି ୩ ରାଶି: ସୂର୍ଯ୍ୟଙ୍କ ଉପରେ କେତୁଙ୍କ ଛାୟା, ମାଡିଆସୁଛି ବଡ଼ ସଙ୍କଟ!

ଜ୍ୟୋତିଷ ଅନୁସାରେ ସିଂହ ରାଶିରେ ସୂର୍ଯ୍ୟ ଏବଂ କେତୁଙ୍କ ଯୁତି ଯୋଗୁ କିଛି ରାଶିର ଲୋକଙ୍କୁ ସତର୍କ ରହିବାକୁ ପଡ଼ିପାରେ। ସୂର୍ଯ୍ୟଙ୍କ ଉପରେ କେତୁଙ୍କ ଛାୟା ରହିବ।…

ଶନି-ରାହୁଙ୍କ ମାୟାଜାଲରେ ଫସିବେ ଚନ୍ଦ୍ର, ୪ ରାଶିଙ୍କ ଜୀବନରେ ଲାଗିବ ଗ୍ରହଣ; ଶନିଦଶା ଠୁ ଭୟଙ୍କର ବିପଦରେ ପଡିବେ…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ହେବାକୁ ଯାଉଛି। ଏହି ଗ୍ରହଣ ସକାଳ ୦୬:୫୩ ରୁ ମଧ୍ୟାହ୍ନ ୧୨:୩୧ ପର୍ଯ୍ୟନ୍ତ (ମୋଟ ଅବଧି: ୫ ଘଣ୍ଟା…

ରୁଆ-ବିହୁଡ଼ା ପୂର୍ବରୁ ମାଟି ମା’ଙ୍କ ଅନୁମତି ନେବାର ନିଆରା ପରମ୍ପରା: ଗାଁ ଗାଁରେ ଉତ୍ସାହ

ବୀରମହାରାଜପୁର, ୧୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ। ଏଠାକାର ଚାଷୀଙ୍କ ଜୀବନ ଓ ଲୋକସଂସ୍କୃତି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସମସ୍ତ ବିଧାୟକଙ୍କୁ ମିଳିବ ନୂଆ କାର୍‌ ସହ…

ଚେନ୍ନାଇ,୧୯ା୮: ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ବିଧାନସଭାରେ ବିଧାୟକ ଏବଂ ଜନସାଧାରଣଙ୍କ ସମ୍ପର୍କରେ ଅନେକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri