Posted inଖେଳ

ବାଂଲାଦେଶ ଅଧିନାୟକ ପଦ ଛାଡ଼ିବେ ମୋର୍ତାଜା

ଢାକା,୫ା୩- ଜିମ୍ବାଓ୍ବେ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ପରେ ବାଂଲାଦେଶ ଦିନିକିଆ ଦଳର ଅଧିନାୟକ ପଦରୁ ମଶ୍ରଫି ମୋର୍ତାଜା ବିଦାୟ ନେବେ। ୨୦୨୩ ବିଶ୍ୱକପ୍‌ ପୂର୍ବରୁ ଦଳ ପ୍ରସ୍ତୁତି କରିବା ପାଇଁ ବିସିବି ମୁଖ୍ୟ ନାଜିମୁଲ ହାସନ ଦୀର୍ଘ ଦିନ ଧରି ଅଧିନାୟକ ପଦରେ ଥିବା ମୋର୍ତାଜାଙ୍କୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଅଧିନାୟକ ପଦ ଛାଡ଼ିବା ପରେ ଜଣେ ଖେଳାଳି ଭାବେ ମୋର୍ତାଜାଙ୍କ ଭବିଷ୍ୟତ ସମ୍ପର୍କରେ ପରିବର୍ତ୍ତି ସମୟରେ ନିଷ୍ପତ୍ତି ନିଆଯିବ। ସେ ୨୦୦୧ରେ ଅନ୍ତର୍ଜାତୀୟ ସିରିଜରେ ପଦାର୍ପଣ କରିଥିଲେ। ୨୦୧୦ରେ ସେ ପ୍ରଥମ ଥର ପାଇଁ ଅଧିନାୟକ ଦାୟିତ୍ୱରେ ଥିଲେ। ମାତ୍ର ଏହାକୁ ବଜାୟ ରଖିପାରି ନ ଥିଲେ। ୨୦୧୪ ନଭେମ୍ବରରେ ତାଙ୍କୁ ଦ୍ୱିତୀୟ ଥର ଲାଗି ଦଳର ନେତୃତ୍ୱ ଦିଆଯାଇଥିଲା। ତାଙ୍କ ନେତୃତ୍ୱରେ ଦଳ ୨୦୧୫ ବିଶ୍ୱକପ୍‌ ନକଆଉଟ୍‌ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲା। ଏହାବାଦ୍‌ ଦଳ ୨୦୧୭ ଚାମ୍ପିୟନ୍ସ ଟ୍ରଫି ସେମିଫାଇନାଲ ଖେଳିଥିଲା। ମୋଟ ଉପରେ ମୋର୍ତାଜା ୮୭ ମ୍ୟାଚ୍‌ରେ ଦଳର ନେତୃତ୍ୱ ନେଇଥିଲେ। ଦଳ ୪୯ ମ୍ୟାଚ୍‌ ଜିତିଥିବାବେଳେ ୩୬ ମ୍ୟାଚ୍‌ରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri