ବାଇକ୍‌କୁ ଧକ୍କା ଦେଲା ଅଟୋ: ଜଣେ ମୃତ, ଜଣେ ଆହତ

ଯାଜପୁର ରୋଡ, ୨୭।୫(ନି.ପ୍ର.): ଯାଜପୁର ଜିଲା ଯାଜପୁର ରୋଡ ଥାନା ଅନ୍ତର୍ଗତ ପାଇକେରାପୁର ଛକ ନିକଟରେ ସୋମବାର ଅଟୋ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଜର୍ଦା ଗ୍ରାମର ଭାଗିରଥୀ ବେହେରା ଓ ଆହତ କୈଳାସ ରାଉତ। ଘଟଣା ସ୍ଥଳରେ ଯାଜପୁର ରୋଡ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଟୋଟି ଧକ୍କା ଦେବା ବେଳେ ଫେରାର ହୋଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri