ବାଇକ୍‌କୁ ପିଟିଲା ଟ୍ରକ୍‌: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ସରଣ୍ଡା,୨୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ସମ୍ବଲପୁର-ବରଗଡ଼ ୫୩ନଂ. ଜାତୀୟ ରାଜପଥର ଅତାବିରା ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭେଡେନ୍‌ ଥାନା ଅଏଁଲାକଟା ଗ୍ରାମର ମଞ୍ଜୁଶ୍ରୀ ସାହୁ। ସେହିଭଳି ତାଙ୍କ ସ୍ବାମୀ ଗଣେଶ୍ୱର ଗୁରୁତର ହୋଇଛନ୍ତି। ତେବେ ବୁର୍ଲା ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରି ଏକ ବାଇକ୍‌ ଯୋଗେ ଘରକୁ ଫେରିବା ବାଟରେ ଉକ୍ତ ସ୍ଥାନରେ ତାଙ୍କୁ ଏକ ଟ୍ରକ୍‌ ଧକ୍କା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri