ବାଇକ୍‌ରୁ ପଡ଼ି ୨ ଜଣଙ୍କ ଜୀବନ ଗଲା

କପ୍ତିପଦା,୧୬ା୩(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ନେଦାମ ନିକଟରେ ସୋମବାର ଅପରାହ୍ନ ୪ଟାରେ ଏକ ବାଇକ୍‌ରୁ ପଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଉଦଳା ଥାନା ଅଧୀନ ପାଟପୁର ଗ୍ରାମର ମନୋଜ ଖଣ୍ଡେଇ ଓ ମଙ୍ଗୁଳୁ ଖଣ୍ଡେଇ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଥାନାରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ ଏକ ବାଇକ୍‌ (ନଂ. ଓଡ଼ି୧୧ଏସ-୩୨୪୪)ରେ ୩ ଜଣ ଯାଉଥିବା ବେଳେ ଭାରସାମ୍ୟ ହରାଇ ପଡ଼ି ଯାଇଥିଲେ। ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟ ଜଣେ ଦୁର୍ଘଟଣାରୁ ବର୍ତ୍ତି ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା

ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ

ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri