ବାଇକ୍‌ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌: ଜଣେ ଗୁରତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଆଠଗଡ଼,୨୯।୧୧(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ଥାନା ଅଧୀନ ପୁରୁଣା କଟକ- ସମ୍ବଲପୁର ରାସ୍ତାରେ ଶୁକ୍ରବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରାପାର୍ଟି ଟ୍ରକ୍‌ ସମ୍ମୁଖକୁ ବାଇକ୍‌ ଚାଲିଆସିବାରୁ ଭାରସାମ୍ୟ ହରାଇ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଫଳରେ ବାଇକ୍‌ ଚାଳକଙ୍କ ସହ ୧୫ରୁ ଊର୍ଦ୍ଧ୍ୱ ଲୋକେ ଆହତ ହୋଇଛନ୍ତି। ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ଆଠଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା କରାଯିବାପରେ ସମସ୍ତଙ୍କୁ ଛାଡ଼ି ଦିଆଯାଇଛି। ଅପରପକ୍ଷେ ବାଇକ୍‌ ଚାଳକ କନ୍ତୋଲର ବଳରାମ ସାହୁଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।
ଯାତ୍ରା ସାରି ‘ସାବିତ୍ରୀ ଗଣନାଟ୍ୟ’ର  ଏକ ସରଞ୍ଜାମ ବୋଝେଇ ଟ୍ରକ୍‌ କଟକ ଅଭିମୁଖେ ଯାଉଥିଲା। ପୁରୁଣା କଟକ-ସମ୍ବଲପୁର ରାସ୍ତାର କନ୍ତୋଲ ବାରବାଟୀ ପୋଖରୀ ନିକଟରେ ଟ୍ରକ୍‌ ସମ୍ମୁଖକୁ ଏକ ବାଇକ୍‌ ଚାଲି ଆସିବାରୁ ଭାରସାମ୍ୟ ହରାଇ ଏହା ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri