ବାଇକ୍‌ ବାହାର କରୁଥିବାବେଳେ ବ୍ୟକ୍ତିଙ୍କ ଜୀବନଗଲା

ବରଗଡ଼ ଅଫିସ୍‌,୫।୭: ସୋନପୁର ଜିଲା ଡୁଙ୍ଗୁରିପାଲି ଥାନା ସାଲେପାଲି ଗ୍ରାମର ଜଣେ ବ୍ୟକ୍ତି ବାହାରକୁ ଯିବା ପାଇଁ ଘରୁ ବାଇକ୍‌ ବାହାର କରୁଥିବାବେଳେ ଆକସ୍ମିକ ଭାବେ ଚଟାଣରେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବିପିନ ଷଣ୍ଢ(୩୦) ।
ସୂଚନା ଅନୁଯାୟୀ, ଗୁରୁବାର ସନ୍ଧ୍ୟାରେ ବିପିନ ଘରୁ ବାଇକ୍‌ ବାହାରକୁ ଆଣୁଥିବା ବେଳେ ହଠାତ୍‌ ଚଟାଣରେ ପଡ଼ିଯାଇଥିଲେ। ତାଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା। ପରିବାର ଲୋକେ ତାଙ୍କୁ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶୁକ୍ରବାର ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri