ବାଇକ୍‌ ସହ ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୧୫।୬(ଡି.ଏନ୍‌.ଏ.)- ମୋହନା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଶନିବାର ଭୋର ୫ଟାରେ ରାଇସିଂ ଛକରୁ ଏକ ବାଇକ୍‌ ସହ ଗଞ୍ଜେଇ ଜବତ କରବା ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଦିଲ୍ଲୀ ସାଲିମବାଗ ବାସିନ୍ଦା ଅବଦୁଲ ଔହାବ (୪୦)। ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୁଜିତ ନାୟକ କହିଛନ୍ତି। ପାଟ୍ରୋଲିଂ କରୁଥିବା ପୋଲିସ ରାଇସିଂ ଛକରେ ସନ୍ଦେହରେ ବାଇକକୁ ଅଟକାଇ ଥିଲା। ସେଥିରେ ଏକ ବ୍ୟାଗରେ ୨୦ କିଲୋ ଗଞ୍ଜେଇ ଥିବା ଜଣାପଡିଥିଲା। ଉକ୍ତ ଗଞ୍ଜେଇ ଅଡବା ଅଞ୍ଚଳରୁ ବ୍ରହ୍ମପୁର ଦେଇ ଦିଲ୍ଲୀ ଚାଲାଣ ହେଉଥିଲା ବୋଲି ଜଣା ପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri