ବାଇକ-ପିକ୍‌ଅପ୍‌ ମୁହଁ।ମୁହିଁ, ୩ ମୃତ

ମୋହନା,୧୭ା୩(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ରାଇସିଂ ଘାଟି ତଳେ ଜାତୀୟ ରାଜପଥ ନଂ.୩୨୬ରେ ସୋମବାର ପିକ୍‌ଅପ୍‌ ଓ ବାଇକ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ କର୍ଚ୍ଚବାଡି ପଞ୍ଚାୟତ ରାମାନାଜୁ ଗ୍ରାମର ସୁଧୀର ମଲ୍ଲିକ, ମେଲ ମଲ୍ଲିକ ଓ ହୁଏରି ଗ୍ରାମର ରାମଚନ୍ଦ୍ର ମଳିକ।
ପ୍ରକାଶ ଯେ, ଏକ ବାଇକ (ନଂ.ଓଡି୦୭ଇ-୭୩୩୮)ରେ ସୁଧୀର, ମେଲ୍‌ ଓ ହୁଏରି ମୋହନାରୁ ରାମନାଜୁ ଫେରୁଥିଲେ। ରାୟଗଡା ପଟୁ ଏକ ପିକ୍‌ଅପ୍‌ (ନଂ.ଓଡି୦୭ଆର୍‌-୦୦୮୭) ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ରାଇସିଂ ଘାଟିତଳେ ବାଇକ ଓ ପିକ୍‌ଅପ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହୋଇଥିଲା। ଖବର ପାଇ ମୋହନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଆହତ ୩ ଜଣଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସୁଧୀର, ମେଲ୍‌ ଓ ହୁଏରିଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ମେଡିକାଲ ନିଆଯାଇଥିବା ଜାଣିବାକୁ ପାଇଥିଲେ। ପୋଲିସ ପରିବାର ଲୋକଙ୍କୁ ଖବର ନଦେବା ପ୍ରତିବାଦରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ସଡକ ଛକ ଓ ଘଟଣାସ୍ଥଳରେ ଲୋକେ ରାସ୍ତାରୋକୋ କରିଥିଲେ। ମୋହନା ପୋଲିସ, ଆର୍‌.ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି ଓ ବିଡିଓ ବଂଶୀଧର ଖୋସ୍‌ଲା ଲୋକଙ୍କୁ ବୁଝାଶୁଝା କରିବା ନିୟମ ମୁତାବକ କ୍ଷତିପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ପ୍ରାୟ ୨ ଘଣ୍ଟାପରେ ରାସ୍ତାରୋକୋ ହଟିଥିଲା।
(((ଫଟୋ–ଦୁର୍ଘଟଣାଗ୍ରସ୍ତ ବାଇକ ଓ ପିକ୍‌ଅପ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?