ତିହିଡ଼ି,୧୯।୧୦(ଡି.ଏନ୍.ଏ.):ଭଦ୍ରକ ଜିଲା ତିହିଡି ଥାନା ସିନ୍ଦୋଳ ପଞ୍ଚାୟତ ସେନବାଡ଼ ଗ୍ରାମରୁ ଜଣେ ବାଇକ୍ ଲୁଟେରାଙ୍କୁ ଶନିବାର ଗ୍ରାମବାସୀ କାବୁକରି ପୋଲିସ ଜିମା ଦେଇଛନ୍ତି।
ଶୁକ୍ରବାର ବିଳମ୍ବିତ ରାତିରେ ଗ୍ରାମର ଭାଗବତ ଦାସଙ୍କ ଘର ସମ୍ମୁଖରୁ କେତେଜଣ ଯୁବକ ବାଇକ ଲୁଟ୍ କରୁଥିବା ବେଳେ ତାଙ୍କୁ ଗ୍ରାମବାସୀ କାବୁ କରିଥିଲେ। ସେମାନଙ୍କ ମଧ୍ୟରୁ ୨ଜଣ ଖସିଯାଇଥିବା ବେଳେ ସଞ୍ଜୟ ଖୁଣ୍ଟିଆ ନାମକ ଲୁଟେରାଙ୍କୁ ଗ୍ରାମବାସୀ ଧରି ପୋଲିସ ଜିମା ଦେଇଛନ୍ତି। ଭାଗବତଙ୍କ ଅଭିଯୋଗ କ୍ରମେ ତିହିଡି ଥାନାରେ ପୋଲିସ ଏକ ମାମଲା(ନଂ ୪୫୫/୧୯) ରୁଜୁ କରିଛି।
Posted inଆମ ଜିଲା ଖବର, ଭଦ୍ରକ View All
କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ
କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…
ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍ଆଇ
ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…
ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ
ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…
ପୁରୀ-କୋରାପୁଟ ସ୍ପେସିଆଲ୍ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି
କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…
ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ
କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…
୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ
କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ…
ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…
କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…
ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….
ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…
Archives

