ବାଗଦାଦ୍‌ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍‌: ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି

ଓ୍ବାଶିଂଟନ,୩।୧: ଆମେରିକା ଇରାକ୍‌ର ବାଗଦାଦ୍‌ ବିମାନ ବନ୍ଦରରେ ଏୟାର ଷ୍ଟ୍ରାଇକ୍‌ କରିବା ପରେ ଏବେ ଏହାର ପ୍ରଭାବ ଅଶୋଧିତ ତୈଳ ବଜାରରେ ପଡ଼ିଛି। ଏହାଯୋଗୁ ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି ପାଇଛି। ଅଶୋଧିତ ତୈଳ ଦାମ ବ୍ୟାରେଲ୍‌ ପିଛା ୧.୩୧ ପ୍ରତିଶତ ବଢ଼ିଥିବା କୁହାଯାଉଛି। ଫଳରେ ବ୍ୟାରେଲ ପିଛା ଦାମ ୬୭.୧୨ ଡଲାରରେ ପହଞ୍ଚିଛି। ଆମେରିକାରେ ମଧ୍ୟ ଅଶୋଧିତ ତୈଳ ଦାମ ବ୍ୟାରେଲ୍‌ ପିଛା ୧.୨୪ ପ୍ରତିଶତ ବୃଦ୍ଧି ପାଇଛି। ଆଗାମୀ ଦିନରେ ଅଶୋଧିତ ତୈଳ ଦାମ ବ୍ୟାରେଲ ପିଛା ପୁଣି ବଢ଼ିବାର ସମ୍ଭାବନା ଥିବା କୁହାଯାଉଛି। ଏଥିପାଇଁ ଭାରତ ବଜାରରେ ଡିଜେଲ୍‌, ପେଟ୍ରୋଲ ଆଦିର ମୂଲ୍ୟ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri