Posted inକଟକ

ବାଗଲପୁର, କଣ୍ଟାପଡ଼ାଠାରେ ମୁଖ୍ୟରାସ୍ତା ଲକଡାଉନ

କଣ୍ଟାପଡ଼ା,୨।୪(ଡି.ଏନ.ଏ.): ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରେ କଟକ ଜିଲାରୁ ନମାଜି ଯୋଗ ଦେଇଥିବା ସମ୍ପର୍କରେ ଖବର ପ୍ରଚାରିତ ହେବାପରେ କଟକ ଜିଲାର ବିଭିନ୍ନ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଫଳରେ ଫୁଳନଖରା-ନିଆଳି ରାସ୍ତାର ବାଗଲପୁର ଓ କଣ୍ଟାପଡା ନିକଟରେ ମୁଖ୍ୟରାସ୍ତାକୁ ଜନସାଧାରଣ ଲକଡାଉନ କରିଛନ୍ତି। କେତେଜଣ ଯୁବକ ମନଇଚ୍ଛା କାମ ନ ଥାଇ ରାସ୍ତାରେ ଗାଡିଧରି ବୁଲିବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିଲା। ବୁଧବାର ଏହି ଅଞ୍ଚଳରେ ଲକଡାଉନକୁ ବେଖାତିର କରି ଲୋକମାନେ ଏଣେତେଣେ ବୁଲୁଥିବା ଦେଖାଯାଇଥିଲା। ଅପରପକ୍ଷେ ନିଜାମୁଦ୍ଦିନ ଘଟଣା ସାଧାରଣ ଲୋକଙ୍କୁ ଏପରି ନଷ୍ପତ୍ତି ନେବାକୁ ବାଧ୍ୟ କରିଥିଲା। ଏହି ଲକଡାଉନରେ ରୋଗୀ ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରୁଥିବା ଯାନ ବ୍ୟତୀତ ଅନ୍ୟମାନଙ୍କୁ ବିରୋଧ କରାଯିବ ବୋଲି ଗ୍ରାମବାସୀ ନିଷ୍ପତ୍ତି ନେଇଛନ୍ତି। ଏହା ଫଳରେ ଫୁଲନଖରା ନିଆଳି ରାସ୍ତାରେ ଗୁରୁବାର ସକାଳୁ ଯାନବାହାନ ଚଳାଚନ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?