ବାଗେଡିଆ-ପୁରୁଣାଗଡ ରାସ୍ତାରେ ଗର୍ତ୍ତ

ଛେଣ୍ଡିପଦା,୧୩।୮(ଡି.ଏନ.ଏ.)
ଛେଣ୍ଡିପଦା ବ୍ଲକ ବାଗେଡିଆ ଗ୍ରାମଠାରୁ ପୁରୁଣାଗଡ ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତାର ପୁରୁଣାସାହି ନିକଟରେ ଏକ ବଡ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଜନସାଧାରଣ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଉପରୋକ୍ତ ସ୍ଥାନ ବିପଦସଙ୍କୁଳ ହୋଇଥିବା ଯୋଗୁ ରାତି ସମୟରେ ଦୁର୍ଘଟଣା ଆଶଙ୍କା ଦେଖାଦେଇଛି। ଅନ୍ୟପକ୍ଷରେ ସେହି ରାସ୍ତା ନିକଟରେ ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଶାଖା କେନାଲ ଅତିକ୍ରମ କରିଛି। ଏଠାରେ ସଂଯୋଗ କରାଯାଇଥିବା ହ୍ୟୁମ ପାଇପଟି ଭାଙ୍ଗି ଯାଇଥିବାରୁ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ତୁରନ୍ତ ଉକ୍ତ ସ୍ଥାନରେ ହ୍ୟୁମ ପାଇପ କଲଭର୍ଟ ନିର୍ମାଣ କରିବାସହ ରାସ୍ତା ମରାମତି କାର୍ଯ୍ୟ କରିବା ପାଇଁ ସ୍ଥାନୀୟ ପୁରୁଣାଗଡ ଗ୍ରାମବାସୀ ବ୍ଲକ ପ୍ରଶାସନ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri