ବାଗ୍‌ଦାଦିଙ୍କ ଏନ୍‌କାଉଣ୍ଟର ସମୟର ଭିଡ଼ିଓ ଏବଂ ଫଟୋ ଜାରି କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୩୧।୧୦: ଇସଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବାଗ୍‌ଦାଦିଙ୍କ ଏନ୍‌କାଉଣ୍ଟର ସମୟର ଭିଡ଼ିଓ ଏବଂ ଫଟୋ ପେଣ୍ଟାଗନ ପକ୍ଷରୁ ଜାରି କରାଯାଇଛି। କଳାଧଳାରେ ଏହି ଫଟୋ ପେଣ୍ଟାଗନ ଜାରି କରିଛି। ସିରିୟାର ଉତ୍ତର-ପଶ୍ଚିମ ଅଞ୍ଚଳରେ ଥିବା ଇଦବିଲ୍‌ ପ୍ରଦେଶରେ ଅପରେଶନ୍‌ର ଫୁଟେଜ୍‌ ଏବେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି। ଏହି ଭିଡ଼ିଓରେ ହେଲିକପ୍ଟରରୁ ସୈନ୍ୟ ଓହ୍ଲାଇବା ସହିତ ସର୍ଚ୍ଚ ଅପରେଶନ୍‌ କରୁଥିବା ଦେଖିବାକୁ ମିଳୁଛି। ଅପରେଶନ୍‌ ସମ୍ପର୍କିତ ଅନ୍ୟ ଫଟୋ ଓ ଭିଡ଼ିଓ ଖୁବ୍‌ ଶୀଘ୍ର ପ୍ରକାଶ କରାଯିବ ବୋଲି ଆମେରିକା ମେରାଇନ୍‌ କର୍ପସ୍‌ ଜେନେରାଲ କେନ୍ନିଥ୍‌ ମ୍ୟାକ୍‌କେନଜାଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?