ବାଘ ଆକ୍ରମଣରେ ବଳଦ ମୃତ, ଲୋକେ ଆତଙ୍କିତ

ରାଇରଙ୍ଗପୁର,୨୪ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ଡିଭିଜନ ବିଶୋଇ ରେଞ୍ଜ ସରଗଡ଼ା ରିଜର୍ଭ ଜଙ୍ଗଲରେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ଘଟିଛି। ଗ୍ରାମପାର୍ଶ୍ୱ ଜଙ୍ଗଲରେ ବାଘର ଉପସ୍ଥିତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଖବରପାଇ ସରଗଡ଼ା ବନ ବିଭାଗ ବିଟ୍‌ ହାଉସ୍‌ ଫରେଷ୍ଟର ଅଜିତ କୁମାର ମହାନ୍ତି ଗୁରୁବାର ସଦଳବଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାସ୍ଥଳରେ ପାଦ ଚିହ୍ନ ଦେଖି ଏହା ଚିତା ବାଘ ବୋଲି ବନ ବିଭାଗ କର୍ମଚାରୀ କହିଛନ୍ତି। ମୃତ ବଳଦଟି ସରଗଡ଼ା ଗ୍ରାମ ଦଳେଇଡ଼ିହି ବସ୍ତିର ବୁବେଲ ସର୍ଦ୍ଦାରଙ୍କର ବୋଲି ଚିହ୍ନଟ କରାଯାଇଛି। ଏନେଇ ବନ ବିଭାଗ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri