Posted inଫୁରସତ

ବାଘ ଛୁଆର ନାମ ‘ହିମା’

ବେଙ୍ଗାଲୁରୁ: ଭାରତରେ ବାଘ ସଂଖ୍ୟା ବଢିଛି। ଏହା ଖୁସି ଖବର। ଆଉ ଏକ ଖୁସି ଖବର ହେଉଛି, ଏଇ ମାସରେ ୟୁରୋପିଆନ ରେସ୍‌ରେ ୫ଟି ଗୋଲ୍ଡ ଜିତିଥିବା ଆସାମର ହିମା ଦାସଙ୍କ ନାମରେ ଏକ ମହାବଳ ବାଘ ଛୁଆର ନାମ ରଖାଯାଇଛି। ବେଙ୍ଗାଲୁରୁ ବନ୍ନେରଘାଟ ବାୟୋଲୋଜିକାଲ ପାର୍କ ପକ୍ଷରୁ ଏଭଳି ନାମ ଦିଆଯାଇଛି। ବାଘଛୁଆକୁ ଏବେ ୬ମାସ। ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଉପଲକ୍ଷେ ଏହି ନାମକରଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri