ବାରିପଦା ଅଫିସ,୨୩।୫: ଚତୁର୍ଥ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ମୟୂରଭଞ୍ଜ ଲୋକ ସଭା ଆସନ ଅନ୍ତର୍ଗତ ବାଙ୍ଗିରପୋଷି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗଦା ମୁର୍ମୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ସୁଦାମ ମାରାଣ୍ଡିଙ୍କଠାରୁ ୭୯୮ ଭୋଟରେ ଆଗୁଆ ଅଛନ୍ତି। ସେହିପରି ଦ୍ୱିତୀୟ ରାଉଣ୍ଡ ଗଣତି ପରେ ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ପ୍ରକାଶ ସୋରେନ ବିଜେଡି ପ୍ରାର୍ଥୀ ସରୋଜୀନି ହେମ୍ବ୍ରମଙ୍କ ଠାରୁ ୧୫୮୬ ଭୋଟରେ ଆଗୁଆ ଅଛନ୍ତି। ଅନ୍ୟପକ୍ଷେ ମୋରଡା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜ କିଶୋର ଦାସ ବିଜେପି ପ୍ରାର୍ଥୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଠାରୁ ତୃତୀୟ ରାଉଣ୍ଡ ଗଣତି ସୁଦ୍ଧା ୧୩୯୧ ଭୋଟରେ ଆଗୁଆ ଅଛନ୍ତି।
ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…
ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…
ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ
ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…
ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…
ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…
ବୋଟ୍ରୁ କାଢ଼ୁଥିଲେ ମାଛ ହଠାତ୍ ଟଳିପଡ଼ିଲେ…
ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…
ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…
ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ ପୂଜା । ସବୁଠି ମାଙ୍କ ଆରାଧନା…
ଯାତ୍ରୀବହୀ ବସ୍ ଦୁର୍ଘଟଣାଗ୍ରସ୍ତ: ୪ ଆହତ
ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…
ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …
ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…
ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…
ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…
Archives

