ବାଛରିକୁ ପିଟିପିଟି ମାରିଦେଲେ, ଯୁବକ ଗିରଫ

ବଇଣ୍ଡା,୯।୫(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତଲେଇପଥର ଗ୍ରାମର ନଥିଲା ଭୋଇଙ୍କ ଏକ ବାଛୁରିକୁ ଶୁକ୍ରବାର ରାତିରେ କଟକ ଜିଲା ମାହାଙ୍ଗା ଥାନା ନିଆଳି ଗ୍ରାମର ଅମରେଶ୍ୱର ବାରିକ ଠେଙ୍ଗାରେ ପିଟିପିଟି ମାରି ଦେଇଥିବା ଶନିବାର ନଥିଲା ଠାକୁରଗ଼ଡ଼ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ. ୫୬/୨୦ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଅମରେଶ୍ୱରଙ୍କୁ ଗିରଫ କରି ଆଠମଲ୍ଲିକ କୋର୍ଟ ଚାଲାଣ କରିଛି।
ପୋଲିସ କହିଛି, ଅମରେଶ୍ୱର ତାଙ୍କ ସମ୍ପର୍କୀୟ ଚୈତନ୍ୟ ସାହୁଙ୍କ ଘରକୁ ୩ ମାସ ହେବ ବୁଲିବାକୁ ଆସିଥିଲେ। ନଥିଲାଙ୍କ ବାଛୁରି ରାସ୍ତା କଡ଼ରେ ବନ୍ଧା ହୋଇଥିବାବେଳେ କୌଣସି କାରଣରୁ ଅମରେଶ୍ୱର ଉତକ୍ଷିପ୍ତ ହୋଇ ବାଛୁରିକୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଫଳରେ ବାଛୁରିର ମୃତ୍ୟୁ ହୋଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri