Posted inଜାତୀୟ

ବାଜପେୟୀଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ମୋଦି

ଲକ୍ଷ୍ନୌ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନ ଅବସରରେ ବୁଧବାର ଉତ୍ତରପ୍ରଦେଶ ଲକ୍ଷ୍ନୌସ୍ଥିତ ଲୋକ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରତିମୂର୍ତ୍ତି ଲୋକାର୍ପଣ କରିଛନ୍ତି। ଭାରତ ରତ୍ନରେ ସମ୍ମାନିତ ବାଜପେୟୀଙ୍କ ଏହି ପ୍ରତିମୂର୍ତ୍ତିର ଉଚ୍ଚତା ୨୫ ଫୁଟ ଏବଂ ଓଜନ ୫ ଟନ। ଲୋକ ଭବନରେ ଲଗାଯାଇଥିବା ଏହି ପ୍ରତିକୃତିକୁ ରାଜସ୍ଥାନରୁ ଲକ୍ଷ୍ନୌ ଅଣାଯାଇଥିଲା। ଏହି ଲୋକାର୍ପଣ ଅବସରରେ ରାଜ୍ୟପାଳ ଆନନ୍ଦୀବେନ ପଟେଲ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ, ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ଦ୍ୱାରା ୩ ଦିନିଆ ସମାରୋହ ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମର ଅନ୍ତିମ ଦିବସରେ ପ୍ରଧାନମନ୍ତ୍ରୀ ମୋଦି ପ୍ରତିମୂର୍ତ୍ତି ଲୋକାର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri