ବାଜପେୟୀ-କାଲାମଙ୍କ ସଫଳ ଉଦ୍ୟମ: ୨୨ ବର୍ଷ ତଳେ ଭାରତ ହୋଇଥିଲା ଆଣବିକ ଶକ୍ତି ସମ୍ପନ୍ନ ରାଷ୍ଟ୍ର

ନୂଆଦିଲ୍ଲୀ,୧୦।୫: ପ୍ରତିବର୍ଷ ମେ ୧୧କୁ ଦେଶବ୍ୟାପି ରାଷ୍ଟ୍ରୀୟ ପ୍ରାଦୌଗିକ ଦିବସ ଭାବେ ପାଳନ କରାଯାଉଛି। ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ ପୋଖରନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା। ଏପରି କରି ଭାରତ ଆଣବିକ ଶକ୍ତି ସମ୍ପନ୍ନ ରାଷ୍ଟ୍ର ଭାବେ ପୃଥିବୀରେ ପରିଚିତି ହାସଲ କରିଥିଲା। ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏବଂ ଏରୋସ୍ପେସ୍‌ ଇଞ୍ଜିନିୟର ତଥା ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କାଲାମଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇଥିଲା। ଏହାଦ୍ୱାରା ଭାରତ ଆଣବିକ ଶକ୍ତି କ୍ଷେତ୍ରରେ ଆମେରିକା, ରୁଷିଆ, ଫ୍ରାନ୍ସ, ବ୍ରିଟେନ୍‌ ଏବଂ ଚାଇନା ସମକ୍ଷକ ହୋଇପାରିଥିଲା। ସୂଚନାଯୋଗ୍ୟ, ୧୯୭୪ ମେରେ ମଧ୍ୟ ଏଠାରେ ଭାରତ ପକ୍ଷରୁ ଆଣବିକ ଶକ୍ତି ପରୀକ୍ଷଣ କରାଯାଇଥିଲା। ଏହାର କୋଡ୍‌ ନାମ ‘ସ୍ମାଇଲିଂ ବୁଦ୍ଧ’ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଉପନିର୍ବାଚନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

elections

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri