ଲାଠୋର,୩୧।୩ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ଅଧୀନ କରୁଆଁଝର ପଞ୍ଚାୟତ ସାନଗୁର୍ଜିଭଟା ଗାଁ ମୁଣ୍ଡରୁ ଜଣେ ଶ୍ରମିକଙ୍କୁ ଉଦ୍ଧାର କରି ଆଶ୍ରୟ ସ୍ଥଳରେ ରଖା ଯାଇଛି। ସେ ହେଲେ ଗଞ୍ଜାମ ଜିଲା ଛତ୍ରପୁର ପୋଲସାରା ଗ୍ରାମର ହିନ ପୋଲେଇ। ସେ ଉଦ୍ଦେଶ୍ୟରେ ଆନ୍ଧ୍ର ପ୍ରଦେଶର ୱାଲଟିୟରକୁ ଯାଇଥିଲେ। ହେଲେ କେନ୍ଦ୍ର ସରକାର ୨୩ ତାରିଖରୁ ସାରା ଦେଶକୁ ତାଲା ବନ୍ଦ ଘୋଷଣା କରିବାରୁ ସେ ଚାଲି ଚାଲି ଘରକୁ ବାହାରିଥିଲେ। ସାନଗୁର୍ଜିଭଟା ଗ୍ରାମମୁଣ୍ଡରେ ଅଙ୍ଗନୱାଡି କର୍ମୀ ସନ୍ଧ୍ୟାରାଣୀ ଗିରି ଏହି ଅଚିହ୍ନା ବ୍ୟକ୍ତିଙ୍କୁ ଦେଖି ତାଙ୍କୁ ପ୍ରଥମେ ଖାଦ୍ୟ ଏବଂ ପାଣି ଦେଇ ପରିଚୟ ପଚାରି ଥିଲେ। ଘଟଣା ବିଷୟରେ ଅବଗତ ହେବା ପରେ ଖପ୍ରାଖୋଲ ଗୋଷ୍ଠି ଉନ୍ନୟନ ଅଧିକାରୀ ତରଣି ସୁନା ଏବଂ ସରପଞ୍ଚ ବିଜୟଲକ୍ଷ୍ମୀ ବାଗଙ୍କୁ ଯୋଗାଯୋଗ କରିଥିଲେ। ଏହାପରେ ସଂପୃକ୍ତ ବ୍ୟକ୍ତିଙ୍କୁ କରୁଆଁଝରରେ ନିର୍ମାଣ ହୋଇଥିବା ଆଶ୍ରୟ ସ୍ଥଳକୁ ନେଇ ପହଞ୍ଚି ଥିଲେ। ଅଙ୍ଗନୱାଡି କର୍ମୀଙ୍କୁ ସାନଗୁର୍ଜିଭଟା ଗ୍ରାମର ବିଦେଶୀ ଛତ୍ରିଆ ସହଯୋଗ କରିଥିଲେ।
Posted inHome, Home Left, ଆମ ଜିଲା ଖବର, ବଲାଙ୍ଗୀର View All
ବାମଣ୍ଡା କପ୍ କ୍ରିକେଟ୍: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
Archives


