ବାଣିିଜ୍ୟିକ ଋଣ କ୍ଷେତ୍ରରେ ମନ୍ଥରତା

ମୁମ୍ବାଇ,୧୮-୧୦: ଜୁନ୍‌ ତ୍ରୈମାସ ଶେଷ ସୁଦ୍ଧା ବାଣିଜି୍ୟକ ଋଣ ଚାହିଦା ୨.୬%କୁ ହ୍ରାସ ଘଟି ୬୩.୮୦ ଲକ୍ଷ କୋଟି ଟଙ୍କା ରହିଛି। ଅଣୁ, କ୍ଷୁଦ୍ର, ମଧ୍ୟମ ଏବଂ ମଧ୍ୟ ତଥା ବୃହତ୍ତ ଶିଳ୍ପସଂସ୍ଥାଗୁଡିକୁ ଋଣ ପ୍ରଦାନ ହାର ହ୍ରାସ ଘଟିଥିବା ସିଡବୀ ଏବଂ ଟ୍ରାନ୍ସ ୟୁନିୟନ ସିବିଲ ପକ୍ଷରୁ ହୋଇଥିବା ମିଳିତ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ଋଣ ଯୋଗାଣ କ୍ଷେତ୍ରରେ ନିରନ୍ତର ହ୍ରାସ ହେବା ଦେଖାଯାଉଥିବାରୁ ଏହା ବିଷେଷଜ୍ଞଙ୍କ ଲାଗି ଚିନ୍ତାର କାରଣ ହୋଇଛି। ଏହି ସବୁ କ୍ଷେତ୍ରଗୁଡିକରେ ଅନାଦେୟ ଋଣ (ଏନ୍‌ପିଏ) ପରିମାଣ ବଢୁଥିବା ଦେଖାଯାଇଛି। ଚାହିଦା ହ୍ରାସ ହେବାରୁ ଶିଳ୍ପଗୁଡିକ ସେମାନଙ୍କ ପୂର୍ଣ୍ଣ କ୍ଷମତାକୁ ବ୍ୟବହାର କରିବାକୁ ସକ୍ଷମ ହେଉ ନାହାନ୍ତି। ଅଣୁ ଶିଳ୍ପଗୁଡିକର ଏନ୍‌ପିଏ ୮.୭% ବଢିଥିବା ବେଳେ ଏହା ଏମଏସ୍‌ଏମ୍‌ଇ କ୍ଷେତ୍ରରେ ୧୦.୬%, ମଧ୍ୟମ ବର୍ଗ କର୍ପୋରେଟ କ୍ଷେତ୍ରରେ ୧୭.୫% ଏବଂ ବଡ କର୍ପୋରେଟ କ୍ଷେତ୍ରରେ ୧୮.୧କୁ ବଢିଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଅଟୋଶିଳ୍ପରେ ଗୁରୁତର ମାନ୍ଦାବସ୍ଥା ରହିଥିଲେ ମଧ୍ୟ ଅନ୍ୟ ଶିଳ୍ପ ତୁଳନାରେ ଏହି କ୍ଷେତ୍ରରେ ଋଣ ପରିମାଣ କମ୍‌ ରହିଛି ବୋଲି ଟ୍ରାନ୍ସୟୁନିୟନ ସିବିଲର ସିଇଓ ଶତୀଶ ପିଲାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri