ବାଣ ଫୁଟି ଥାନା କର୍ମଚାରୀ ଗୁରୁତର

ମହାକାଳପଡ଼ା,୧୫।୬(ଡି.ଏନ୍‌.ଏ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅନ୍ତର୍ଗତ ଖରିନାସୀ ଜେଠୀ ନିକଟ ଷ୍ଟାଫ କ୍ୱାର୍ଟର୍ସରେ ରଜ ସଂକ୍ରାନ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି।
ସୂଚନା ଅନୁଯାୟୀ, ଥାନା କର୍ମଚାରୀ ଭୂପତି ସାହୁ (୪୫) ଷ୍ଟାଫ କ୍ୱାର୍ଟର୍ସରେ ଥିବାବେଳେ ବାଣ ଫୁଟି ତାଙ୍କର ଡାହାଣ ପାପୁଲିରେ ଗଭୀର କ୍ଷତ ସୃଷ୍ଟି ହେବା ସହ ଶରୀରର ଅନେକାଂଶ ପୋଡିଯାଇଛି। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ରାମନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଇଦାନରେ ୩ ପ୍ରମୁଖ ପ୍ରାର୍ଥୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ରାଜନୈତିକ ସମ୍ବେଦନଶୀଳ କେନ୍ଦ୍ରାପଡ଼ା ଜିଲାରେ ସାମ୍ପ୍ରତିକ ଖରା ତାତିଠାରୁ ଆହୁରି ଅଧିକ ରାଜନୀତି ତାତି ରହିଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ...

ଭାଙ୍ଗିରୁଜି ଗଲାଣି ମୁକ୍ତାକାଶ ବ୍ୟାୟାମଶାଳା

ପଟ୍ଟାମୁଣ୍ଡାଇ,୧୪ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ରେ ରାଜ୍ୟ ସରକାର ଏନ୍‌ଏସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି...

୨ବର୍ଷ ହେଲା ଅଲିଭ୍‌ ରିଡ୍‌ଲେଙ୍କ ସଂଖ୍ୟା କମୁଛି

କେନ୍ଦ୍ରାପଡ଼ା,୧୪ା୪(ଜଗନ୍ନାଥ ଧଳ)୨୦୨୩ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଭିତରକନିକା ଜାତୀୟ ଉଦ୍ୟାନସ୍ଥିତ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ଅଣ୍ଡାଦାନ କରିଥିଲେ।...

ବିପଦସଙ୍କୁଳ ଅବସ୍ଥାରେ ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ପଟ୍ଟାମୁଣ୍ଡାଇ,୧୩ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଅନେକ ସ୍ଥାନରେ ବିପଦସଙ୍କୁଳ ତଥା ଖୋଲାମେଲା ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ପଡ଼ିରହିଛି। ଖୋଲାମେଲାରେ ଟ୍ରାନ୍ସଫର୍ମର ପଡ଼ିରହିଥିବାରୁ ଏହା...

ଗୋବରୀ ପୁନରୁଦ୍ଧାର ନାଁରେ କୋଟି କୋଟି ଟଙ୍କା ଚଳୁ

ପଟ୍ଟାମୁଣ୍ଡାଇ,୧୨ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଦେଇ ବହିଯାଉଥିବା ଗୋବରୀ ନଦୀ ଏବେ ସୁପ୍ତ ଅବସ୍ଥାରେ ଖେଳପଡ଼ିଆରେ ପରିଣତ ହୋଇ ଜବରଦଖଲକାରୀଙ୍କ କବ୍‌ଜାକୁ...

୨୫ କୋଟି ବ୍ୟୟ, ଚାଷୀଙ୍କ କାମରେ ଲାଗୁନି

କେନ୍ଦ୍ରାପଡ଼ା, ୧୧ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ରାଜକନିକା ବ୍ଲକ ଅଞ୍ଚଳରେ କେନାଲ ଜଳସେଚନ ସୁବିଧା ନାହିଁ। ଉଠା ଜଳସେଚନ ଅଥବା ବର୍ଷାକୁ ଚାଷୀ ଭରସା କରିଥାନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri