ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱରରେ ବ୍ୟାପକ କ୍ଷତି

ବାଲେଶ୍ୱର ଅଫିସ, ୨୧।୫-ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରେ ସର୍ବାଧିକ ଚାଷଜମି ନଷ୍ଟ ହୋଇଛି। ଏହାସହ ବହୁତଗୁଡିଏ କଚ୍ଚାଘର ଭାଙ୍ଗିଯିବା, ବିଦ୍ୟୁତ୍‌ ଭିତ୍ତିଭୂମି ନଷ୍ଟ ଓ ବଡ ବଡ ଗଛ ଉପୁଡି ପଡିଥିବା ପ୍ରାଥମିକ ଆକଳନରୁ ଜଣାପଡ଼ିଛି।
ଭୋଗରାଇ, ଜଳେଶ୍ୱର, ବାଲିଆପାଳ, ବସ୍ତା, ବାଲେଶ୍ୱର, ରେମୁଣା, ସୋର, ବାହାନଗା, ସିମୁଳିଆ, ଖଇରା, ଔପଦା, ନୀଳଗିରି ଅଞ୍ଚଳରେ ଆନୁମାନିକ ୯୨୦୬ ହେକ୍ଟର ଜମିରେ ହୋଇଥିବା ଚାଷ ନଷ୍ଟ ହୋଇଯାଇଛି। ସେଥିମଧ୍ୟରୁ ୨୩୧ ପଞ୍ଚାୟତର ୨୮୯୮ ଗ୍ରାମ ଏବଂ ୪ଟି ସହରାଞ୍ଚଳର ୪୪ଟି ୱାର୍ଡ଼ର ୪୯, ୫୬୪ ଲୋକ ପ୍ରଭାବିତ ହୋଇଛନ୍ତି। ପ୍ରାଣ ହରାଇଥିବା ପଶୁପକ୍ଷୀଙ୍କ ମଧ୍ୟରୁ ୧୦୦ କୁକୁଡା ଓ ୪ ଅନ୍ୟାନ୍ୟ ପ୍ରାଣୀ, ୩୫ କଚ୍ଚାଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ ୩୬୭୧ କଚ୍ଚା ଘର ଓ ୩୭ଟି ପକ୍କା ଘର ଆଂଶିକ ନଷ୍ଟ ହୋଇଛି। ଲୋକମାନେ ବସବାସ କରୁଥିବା ୭୦୫ଟି କୁଡ଼ିଆ ଏବଂ ୨୯୪ଟି ଗୁହାଳ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଏମାନଙ୍କୁ ସରକାରଙ୍କ ତରଫରୁ ଜରୁରୀକାଳୀନ ରିଲିଫ୍‌ ସାମଗ୍ରୀ ଭାବେ ୧୨ କୁଇଣ୍ଟାଲ ଚାଉଳ, ୮୩ କୁଇଣ୍ଟାଲ ଚୁଡ଼ା, ୨ କୁଇଣ୍ଟାଲ ଗୁଡ଼ଚିନି ଯୋଗାଇ ଦିଆଯାଇଛି। ଅନ୍ୟପକ୍ଷରେ ୧୨ଟି ମେଡିକାଲ ଟିମ୍‌ ଏବଂ ୧୨ଟି ପ୍ରାଣୀ ଚିକିତ୍ସକ ଟିମ୍‌ ପକ୍ଷରୁ ସେବା ଯୋଗାଇ ଦିଆଯାଇଛି। ୪୫.୮୬ କୋଟି ମୂଲ୍ୟରେ ବିଦ୍ୟୁତ ଭିତ୍ତିଭୂମି ନଷ୍ଟ ହୋଇଛି। ଅନ୍ୟପକ୍ଷରେ ଅନ୍ୟାନ୍ୟ ଭିତ୍ତିଭୂମି କ୍ଷତିର ଆକଳନ କରାଯାଉଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri