Posted inରାଜ୍ୟ

ବାତ୍ୟା ପରିଚାଳନାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୧ା୫(ବ୍ୟୁରୋ)-ରାଜ୍ୟ ସରକାରଙ୍କ ବାତ୍ୟା ପରିଚାଳନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ କରି ମୋଦି କହିଛନ୍ତି ଯେ, ବାତ୍ୟା ଅମ୍ପନକୁ ଓଡିଶାବାସୀ ସାହାସର ସହିତ ମୁକାବିଲା କରିଛନ୍ତି। ଓଡିଶାବାସୀଙ୍କ ଭାବାବେଗକୁ ମୋଦି ସମର୍ଥନ କରିଛନ୍ତି । ପ୍ରଭାବିତଙ୍କୁ ସହାୟତା କରିବା ପାଇଁ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ତୃଣମୂଳ ସ୍ତରରରେ ଯଥା ସମ୍ଭବ ପ୍ରୟାସ କରିଛନ୍ତି। ପରିସ୍ଥିତି ଶୀଘ୍ର ସ୍ବଭାବିକ ହେଉ ବୋଲି ମୋଦି ଆଶା କରିଛନ୍ତି । ଏଠାରେ ସୂଚନା ଯୋଗ୍ୟ ଯେ ୨୯୧୯ ମେ ୪ ତାରିଖରେ ହୋଇଥିବା ବାତ୍ୟା ଫନୀ ପରେ ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରୁ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ। ତତ୍କାଳ ସହାୟତା ପାଇଁ ୧ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri