ବାତ୍ୟା ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ବାରିପଦା ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ ପାଇଁ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରବିବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାର ସମସ୍ତ ବ୍ଲକର ବିଡ଼ିଓମାନେ ସଜାଗ ରହିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ସେହିଭଳି ସମସ୍ତ ଲାଇନ୍‌ ବିଭାଗ ସଜାଗ ରହିବା ପାଇଁ ମଧ୍ୟ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ୪ଟି ଓଡ୍ରାଫ୍‌ ଓ ଗୋଟିଏ ଏନ୍‌ଡ଼ିଆରଏଫ୍‌ ଟିମ୍‌ ସଜାଗ ରହିଛନ୍ତି। ସେହିଭଳି ବିଡିଓମାନଙ୍କୁ ବିଦ୍ୟାଳୟ ଓ କଲେଜ ଗୃହରେ ହୋଇଥିବା ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସେଠାକାର ସ୍ଥିତି ପରଖିବା ପାଇଁ ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri