ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବ: ଗଛପଡ଼ି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ

ଧାମନଗର,୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ସହ ପବନ ଲାଗି ରହିଛି। ଏହାର ପ୍ରଭାବ ଭଦ୍ରକ ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ପବନର ବେଗ ବଢ଼ିବା ସହ ଭଦ୍ରକ-ଆଖଣ୍ଡଳମଣୀ ମୁଖ୍ୟ ରାସ୍ତାର ବାହାରବିଲ ସୁନ୍ଦରାସାହି ନିକଟରେ ଏକ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ଏ ନେଇ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳେ ଲୋକେ ଫତେପୁର ଏବଂ ନଦୀଗାଁ ରାସ୍ତା ଦେଇ ଯାତାୟାତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri