ବାପାଙ୍କ ମନ୍ତବ୍ୟରେ ଏକମତ ନୁହନ୍ତି ଯୁବରାଜ

ନୂଆଦିଲ୍ଲୀ, ୧୨।୧୨- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଶନିବାର ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ତାଙ୍କ ବାପା ଯୋଗରାଜ ସିଂ ଦେଇଥିବା ମନ୍ତବ୍ୟ ସହ ଏକମତ ନ ଥିବା ସ୍ପଷ୍ଟ କରିଛନ୍ତି। କୃଷକଙ୍କ ପାଇଁ ପୁରସ୍କାର ଫେରାଉଥିବା କ୍ରୀଡ଼ାବିତଙ୍କୁ ସମର୍ଥନ କରିଥିଲେ ପୂର୍ବତନ କ୍ରିକେଟର ଯୋଗରାଜ। ଏ ସମ୍ପର୍କରେ ଯୁବି ଲେଖିଛନ୍ତି, ମୋ ବାପାଙ୍କ ମନ୍ତବ୍ୟ ଲାଗି ମୁଁ ଦୁଃଖିତ। ତାହା ସମ୍ପୂର୍ଣ୍ଣ ତାଙ୍କ ବ୍ୟକ୍ତିଗତ ମତ। ତାଙ୍କ ସହ ମୋର ଆଦର୍ଶ ସମାନ ନୁହେଁ।

ଏହା ବ୍ୟତୀତ ଚଳିତ ଥର ନିଜ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଯୁବି। ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ କୃଷକଙ୍କ ଆନ୍ଦୋଳନକୁ ସମର୍ଥନ କରି ମଧ୍ୟରାତିରେ ଟୁଇଟ୍‌ କରି ଲେଖିଛନ୍ତି, କୃଷକମାନେ ହେଉଛନ୍ତି ଦେଶର ରକ୍ତ। ଏଥିରେ କୌଣସି ଦ୍ୱନ୍ଦ୍ୱ ନାହିଁ। ମୁଁ ବିଶ୍ୱାସ କରେ ଶାନ୍ତିପୂର୍ଣ୍ଣ ଆଲୋଚନା ମାଧ୍ୟମରେ ବିବାଦର ସମାଧାନ ହୋଇପାରିବ। ଜନ୍ମଦିନ ପ୍ରତ୍ୟେକଙ୍କ ପାଇଁ ଇଚ୍ଛା ପୂରଣ କରିବାର ସୁବର୍ଣ୍ଣ ସୁଯୋଗ। ଏହି ଜନ୍ମଦିନ ପାଳନ କରିବା ବଦଳରେ କୃଷକ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଶୀଘ୍ର ସମାଧାନ ଲାଗି ମୁଁ ପ୍ରାର୍ଥନା କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri