ବାପାଙ୍କ ମନ୍ତବ୍ୟରେ ଏକମତ ନୁହନ୍ତି ଯୁବରାଜ

ନୂଆଦିଲ୍ଲୀ, ୧୨।୧୨- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଶନିବାର ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ତାଙ୍କ ବାପା ଯୋଗରାଜ ସିଂ ଦେଇଥିବା ମନ୍ତବ୍ୟ ସହ ଏକମତ ନ ଥିବା ସ୍ପଷ୍ଟ କରିଛନ୍ତି। କୃଷକଙ୍କ ପାଇଁ ପୁରସ୍କାର ଫେରାଉଥିବା କ୍ରୀଡ଼ାବିତଙ୍କୁ ସମର୍ଥନ କରିଥିଲେ ପୂର୍ବତନ କ୍ରିକେଟର ଯୋଗରାଜ। ଏ ସମ୍ପର୍କରେ ଯୁବି ଲେଖିଛନ୍ତି, ମୋ ବାପାଙ୍କ ମନ୍ତବ୍ୟ ଲାଗି ମୁଁ ଦୁଃଖିତ। ତାହା ସମ୍ପୂର୍ଣ୍ଣ ତାଙ୍କ ବ୍ୟକ୍ତିଗତ ମତ। ତାଙ୍କ ସହ ମୋର ଆଦର୍ଶ ସମାନ ନୁହେଁ।

ଏହା ବ୍ୟତୀତ ଚଳିତ ଥର ନିଜ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଯୁବି। ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ କୃଷକଙ୍କ ଆନ୍ଦୋଳନକୁ ସମର୍ଥନ କରି ମଧ୍ୟରାତିରେ ଟୁଇଟ୍‌ କରି ଲେଖିଛନ୍ତି, କୃଷକମାନେ ହେଉଛନ୍ତି ଦେଶର ରକ୍ତ। ଏଥିରେ କୌଣସି ଦ୍ୱନ୍ଦ୍ୱ ନାହିଁ। ମୁଁ ବିଶ୍ୱାସ କରେ ଶାନ୍ତିପୂର୍ଣ୍ଣ ଆଲୋଚନା ମାଧ୍ୟମରେ ବିବାଦର ସମାଧାନ ହୋଇପାରିବ। ଜନ୍ମଦିନ ପ୍ରତ୍ୟେକଙ୍କ ପାଇଁ ଇଚ୍ଛା ପୂରଣ କରିବାର ସୁବର୍ଣ୍ଣ ସୁଯୋଗ। ଏହି ଜନ୍ମଦିନ ପାଳନ କରିବା ବଦଳରେ କୃଷକ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଶୀଘ୍ର ସମାଧାନ ଲାଗି ମୁଁ ପ୍ରାର୍ଥନା କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri