ବାପା ପୁଅଙ୍କୁ ଟାଙ୍ଗିଆରେ ଆକ୍ରମଣ, ଦାଦା ଗିରଫ

ବୁଗୁଡ଼ା,୨୪ା୮(ଡି.ଏନ.ଏ.)- ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଶୁକ୍ରବାର ବାପା ଓ ପୁଅଙ୍କୁ ଟାଙ୍ଗିଆରେ ଆକ୍ରମଣ ଅଭିଯୋଗରେ ବୁଗୁଡ଼ା ପୋଲିସ ଶନିବାର ପୁଅଙ୍କ ଦାଦାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏଥିସହ ଘଟଣାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି ପୋଲିସ। ଗିରଫ ଜଣକ ହେଲେ ବେତାରସିଙ୍ଗି ଗ୍ରାରମ ରାଜୁ ଜେନା। ନଂ.୧୬୭/୧୯ରେ ଏକ ମାମଲା ରୁଜୁ ହୋଇଛି। ପ୍ରକାଶ ଯେ, ଶୁକ୍ରବାର ସକାଳେ ଜଳନ୍ଧର ଜେନା ଓ ପୁଅ ବଳରାମ ବାରିପଟେ ବସି କଥା ହେଉଥିଲେ। ବଳରାମଙ୍କ ଦାଦା ରାଜୁ ପହଞ୍ଚତ୍ ଜମିଜମା ବିକ୍ରୟ ସମ୍ପର୍କରେ ତାଙ୍କୁ ପଚାରିବାରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ରାଜୁ ଟାଙ୍ଗିଆରେ ଜଳନ୍ଧର ଓ ବଳରାମଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ବାପା ଓ ପୁଅଙ୍କୁ ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ବଳରାମଙ୍କ ମା’ ସରସ୍ବତୀ ଏନେଇ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri