ବାଭଣପଡାରେ କାଳବୈଶାଖୀ: ଘର ଉପରେ ମାଡ଼ି ବସିଲା ବିଶାଳ ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ହୋଇଛି। ଫଳରେ ସାହିର ତ୍ରିଲୋଚନ ନାଏକଙ୍କ ଘର ଉପରେ ଏକ ବିଶାଳ ଜାମୁ ଗଛ ଉପୁଡି ପଡ଼ିବାରୁ ତାଙ୍କର ୨ ବଖରା ଛପର ଘର ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ତ୍ରିଲୋଚନ ଜଣେ ଗରିବ ଶ୍ରେଣୀର ଲୋକ ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri