Posted inଜାତୀୟ

ବାରମୂଳାରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ଗିରଫ

ବାରମୂଳା,୨୮।୧: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ବାରମୁଳା ଜିଲାର ଅଣ୍ଡରଗାମ ପାଟ୍ଟନ ଅଞ୍ଚଳରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି। ଗିରଫ ଆତଙ୍କବାଦୀ ଜଣକ ହେଲେ ୧୯ ବର୍ଷୀୟ ସାଜିଦ ଫାରୁଖ ଡାର। ସାଜିଦଙ୍କ ଘର ବାନ୍ଦିପୋରା ଜିଲା ଗୁଣ୍ଡ ପ୍ରାଙ୍ଗ ମଦଭନ ହାଜିନରେ ବୋଲି ଜଣାପଡ଼ିଛି। ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୋଏବା ସହ ସାଜିଦଙ୍କ ସଂପୃକ୍ତି ଥିବା ନେଇ ପୋଲିସ ଟୁଇଟର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri