ବାରମ୍ବାର ହାତ ଧୋଇଲେ ଦୂରେଇବ କରୋନା!

ଓ୍ବାଶିଂଟନ,୨୩।୩: କରୋନା ଭାଇରସ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ କିଛିଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଥିଲା ବାରମ୍ବାର ହାତ ଧୋଇଲେ ଆମେ କରୋନାଠାରୁ ଅନେକାଂଶରେ ଦୂରେଇ ରହିପାରିବା। ଅବଶ୍ୟ ଏହା ଠିକ୍‌ ହେଲେ ହାତ ଧୋଇବା ସମୟରେ କେତେ ଗୁଡିଏ ଦିଗ ପ୍ରତି ଧ୍ୟାନ ନ ଦେଲେ ଏହା କରୋନାକୁ ଦୂରେଇବାରେ ଆଦୌ ସହାୟକ ହେବ ନାହିଁ ବୋଲି କୁହାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସୂଚନା ଅନୁଯାୟୀ, ଥଣ୍ଡା ପାଣି ଅପେକ୍ଷା ଉଷୁମ ପାଣିରେ ହାତ ଧୋଇବା ସହ ସାବୁନ ବା ସାନିଟାଇଚର ବ୍ୟବହାର କରିବା ଉଚିତ। ହାତ ଧୋଇବା ବେଳେ ୨୦ ସେକେଣ୍ଡ ପର୍ଯ୍ୟନ୍ତ ଆଙ୍ଗୁଳି ମଝିକୁ ଭଲଭାବେ ଘଷି ଧୋଇବା ଦରକାର। ହାତ ଧୋଇ ସାରିବା ପରେ ଏକ ସଫା ତଉଲିଆରେ ଏହାକୁ ଫୋଛିନେବା ଭଲ। ନାକ, ଆଖିରେ ହାତ ମାରିବା ପରେ, ଛିଙ୍କିବା ପରେ, କୌଣସି ଅଜଣା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବା ପରେ ତୁରନ୍ତ ହାତ ଧୋଇବା ଜରୁରୀ। ହାତ ଧୋଇବା ପରେ ସିଧାସଳଖ କବାଟ ଖୋଲିବା, କୌଣସି ବସ୍ତୁକୁ ସ୍ପର୍ଶ କରିବା ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri