ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପ୍ରତିଶ୍ରୁତି ପାଇ ପଦଯାତ୍ରା ବନ୍ଦକଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ସରକାରୀସ୍ତରରେ ଦ୍ବିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଦାବି ନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ବୁଧବାର ସକାଳୁ ଭୁବନେଶ୍ୱର ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତକରି ବିଭିନ୍ନ ଦାବି ସମ୍ପର୍କରେ ଅବଗତ କରାଇବା କାର୍ଯ୍ୟକ୍ରମ ଥିଲା। ମାତ୍ର ସେବାୟତମାନେ ବାରିପଦାରୁ ପ୍ରାୟ ୭ କିଲୋମିଟର କାଠପାଲ ଛକରେ ପହଞ୍ଚିବା ବେଳକୁ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ଦେବୋତ୍ତର ଦାୟିତ୍ୱରେ ଥିବା ବାରିପଦା ଉପଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଯାଇ ସେମାନଙ୍କୁ ବୁଝାସୁଝା କରିଥିଲେ। ଆସନ୍ତା ୩୦ତାରିଖ ସୁଦ୍ଧା ସେମାନଙ୍କ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପରେ ସେବାୟତମାନେ ପଦଯାତ୍ରା ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri