ବାରିପଦା ଜଗନ୍ନାଥ ମନ୍ଦିରକୁ ୫ କୋଟି ଟଙ୍କା ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୮।୧- ବାରିପଦା ଜଗନ୍ନାଥ ମନ୍ଦିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ବାରିପଦା ବାଙ୍କୀସୋଲଠାରେ ଅଦାନି-କିସ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ ଅବସରରେ ଅନୁଷ୍ଠିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଥିସହ ମୟୂରଭଞ୍ଜ ଖିଚିଂ ମନ୍ଦିର ଓ ଦେବକୁଣ୍ଡ ମନ୍ଦିରର ଉନ୍ନତି ପାଇଁ ପଦକ୍ଷେପ ନେବେ ବୋଲି କହିଛନ୍ତି। ଏହି ଅବସରରେ ମୋଟ ୪୨ ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅଦାନି ଫାଉଣ୍ଡେଶନର ଚେୟାରମ୍ୟାନ ଡ. ପ୍ରୀତି ଅଦାନି, କାରନ ଅଦାନି, ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ବାରିପଦା ବିଧାୟକ ପ୍ରକାଶ ସରେନ, ଲୋକ ସଭା ଏମ୍‌ପି ଇଂ ବିଶେଶ୍ୱର ଟୁଡୁ, ରାଜ୍ୟସଭା ସଦସ୍ୟ ସରୋଜିନୀ ହେମ୍ବ୍ରମ, ଜିଲାପାଳ ବିନୀତ ଭରଦ୍ୱାଜ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri