Posted inଜାତୀୟ

ବାରୁଦ ଗଦାରେ କଶ୍ମୀର: ନିଜ ସନ୍ତାନଙ୍କୁ ବିଦେଶରେ ପଢ଼ାଇ ସ୍ଥାନୀୟ ଯୁବକଙ୍କୁ ଆତଙ୍କବାଦ ଶିକ୍ଷା ଦେଉଛନ୍ତି ବିଚ୍ଛିନ୍ନତାବାଦୀ

ଶ୍ରୀନଗର,୪।୭:ଜମ୍ମୁ-କଶ୍ମୀରକୁ ଆତଙ୍କବାଦର ବାରୁଦ ଗଦାରେ ରଖିବାରେ ବିଚ୍ଛିନ୍ନତାବାଦୀ ନେତାଙ୍କର ହାତ ରହିଛି। ସେମାନେ ନିଜ ସନ୍ତାନଙ୍କୁ ଉଚ୍ଚଶିକ୍ଷା ପାଇଁ ବିଦେଶରେ ପାଠ ପଢ଼ାଉଥିବାବେଳେ ସ୍ଥାନୀୟ ଯୁବକଙ୍କୁ ଜେହାଦୀ ଶିକ୍ଷାଦେଇ ଆତଙ୍କବାଦୀ ସଂଗଠନରେ ସାମିଲ କରାଇବା କାର୍ଯ୍ୟକୁ ପ୍ରୋତ୍ସାହିତ କରୁଛନ୍ତି। ୧୧୨ ଜଣ ବିଚ୍ଛିନ୍ନତାବାଦୀ ନେତାଙ୍କର ୨୧୦ ଜଣ ସନ୍ତାନ ବିଭିନ୍ନ  ରାଷ୍ଟ୍ରରେ ରହିଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ସେଥିମଧ୍ୟରେ ୧୪ ହୁରିଆତ୍‌ ନେତାଙ୍କର ୨୧ ସନ୍ତାନ ରହିଛନ୍ତି। ସ୍ଥାନୀୟ ବେକାର ଯୁବକଙ୍କୁ ପଥରଫିଙ୍ଗା କାର୍ଯ୍ୟରେ ଲଗାଇ ରାଜ୍ୟରେ ଅଶାନ୍ତି ତଥା ହିଂସାକାଣ୍ଡ ଘଟାଇବା ଏଭଳି ନେତାଙ୍କ ମୁଖ୍ୟ କାର୍ଯ୍ୟ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri