ବାର୍ଦ୍ଧକ୍ୟ ଭତ୍ତା ବୃଦ୍ଧି ଦାବିରେ ଧାରଣା

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ୫ଦଫା ଦାବି ନେଇ ଭତ୍ତା ହିତାଧିକାରୀମାନେ ଶୁକ୍ରବାର ବିଏମ୍‌ସି ଅଫିସ୍‌ ଆଗରେ ଧାରଣା ଦେଇଥିଲେ। ବାର୍ଦ୍ଧକ୍ୟ ଭତ୍ତା ପରିମାଣକୁ ୨ହଜାର ଟଙ୍କାକୁ ବୃଦ୍ଧି, ହରିଜନ ଓ ଆଦିବାସୀଙ୍କ ପାଇଁ ବାର୍ଦ୍ଧକ୍ୟ ଭତ୍ତାର ବୟସରେ ୫ ବର୍ଷ କୋହଳ କରିବା, ଗତ ୩ ବର୍ଷ ଧରି ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କୁ ତୁରନ୍ତ ଭତ୍ତା ପ୍ରଦାନ ବ୍ୟବସ୍ଥା କରିବା, ସ୍ବାମୀ ପରିତ୍ୟକ୍ତାଙ୍କୁ ଭତ୍ତା ଏବଂ ବ୍ୟାଙ୍କ ଜରିଆରେ ଭତ୍ତା ପାଇବାରେ ଅସୁବିଧା ଭୋଗ କରୁଥିବା ହିତାଧିକାରୀଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା ଆଦି ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଏମ୍‌ସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସେବା ପ୍ରତିନିଧି ପକ୍ଷରୁ ନୀଳମଣି ମିଶ୍ର, ସହଯୋଗୀ ସଞ୍ଜୟ ପରିଡ଼ା, ସୌଦାମିନୀ ସାମଲ, ସାମାଜିକ କର୍ମୀ ହୃଷୀକେଶ ଭୋଇ, ଭାଷା ଆନ୍ଦୋଳନ ଆବାହକ ପବିତ୍ର ମହାରଥା ପ୍ରମୁଖ ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri