Posted inଖେଳ

ବାର୍ବାଡସ ଟ୍ରାଇଡେଣ୍ଟକୁ ଦ୍ୱିତୀୟ ସିପିଏଲ୍‌ ଟାଇଟଲ

ତ୍ରିନିଦାଦ୍‌,୧୪।୧୦- ଚଳିତ କାରିବିୟନ ପ୍ରିମିୟର ଲିଗ୍‌ରେ ଜାସନ ହୋଲ୍ଡରଙ୍କ ନେତୃତ୍ୱାଧୀନ ବାର୍ବାଡସ ଟ୍ରାଇଡେଣ୍ଟ ଚାମ୍ପିୟନ ହୋଇଛି। ଏହା ଦଳର ଦ୍ୱିତୀୟ ସିପିଏଲ ଟାଇଟଲ। ଏଠାରେ ଶନିବାର ରାତିରେ ଖେଳାଯାଇଥିବା ଫାଇନାଲରେ ବାର୍ବାଡସ ଟ୍ରାଇଡେଣ୍ଟ ଦଳ ୨୭ ରନ୍‌ରେ ଗୁୟାନା ଆମାଜନ ଓ୍ବାରିଅର୍ସକୁ ହରାଇ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଟ୍ରାଇଡେଣ୍ଟ ଦଳ ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୭୧ ରନ୍‌ କରିଥିଲା। ଦଳ ପାଇଁ ଜୋନାଥନ କାର୍ଟର ଅପରାଜିତ ୫୦, ଜନସନ ଚାର୍ଲସ ୩୯ ଓ ଆଲେକ୍ସ ହେଲ୍ସ ୨୮ ରନ୍‌ କରିଥିଲେ। ବୋଲିଂରେ ଆମାଜନ ଓ୍ବାରିୟର୍ସ ପକ୍ଷରୁ ଇମ୍ରାନ ତାହିର, ବେନ ଲାଫଲିନ ଓ କିମୋ ପଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇବା ଯୋଗୁ ଆମାଜନ ଓ୍ବାରିଅର୍ସ ବିଜୟଠାରୁ ବହୁ ଦୂରରେ ରହିଯାଇଥିଲା। ଦଳ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୯ ଉଇକେଟ କ୍ଷତିରେ ୧୪୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ବ୍ରାଣ୍ଡନ କିଙ୍ଗ୍‌ ୪୩, କିମୋ ପଲ ୨୫ ଓ ନିକୋଲାସ ପୁରାନ ୨୪ ରନ୍‌ କରିଥିଲେ। ବିଜୟୀ ଦଳ ପାଇଁ ରେମନ ରେଫର ୪ ଓ ଆଶ୍ଲେ ନର୍ସ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର, କୋଚ୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୦।୪: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ଲାଗି ଖରାପ ଖବର। ଗୋଟିଏ ପଟେ ଥାଲାଙ୍କ ବ୍ୟାଟିଂ ଦେଖି ପ୍ରଶଂସକ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ଦେଖିବାକୁ...

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ...

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri