ବାର୍‌ହା ମାଂସ ଜବତ, ୪ ଗିରଫ

ପରଜଙ୍ଗ, ୯।୧୨(ଡି.ଏନ.ଏ.)-ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ବରକଟା ଗ୍ରାମ ନିକଟ ବଡ଼ପଥର ନାଳ ନିକଟରୁ ସୋମବାର ବନ ବିଭାଗ ବାର୍‌ହା ମାଂସ ଜବତ କରିଛି। ଜନ୍ତୁ ଶିକାର ଅଭିଯୋଗରେ ବରକଟା ଗ୍ରାମର ଦୁଃଖବନ୍ଧୁ ପୂର୍ତ୍ତି, ଜାମ୍ବୁନାଳି ଗ୍ରାମର ଦାମୋଦର ଖଣ୍ଡାୟତ, ପ୍ରଦୀପ ଖଣ୍ଡାୟତ, ସୌମେନ୍ଦ୍ର ଖଣ୍ଡାୟତଙ୍କୁ ଗିରଫ ହୋଇଛନ୍ତି। ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ କରାଯାଇଛି। ମଙ୍ଗଳବାର ସମସ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ରେଞ୍ଜର ସୁବ୍ରତ ବେହେରା ସୂଚନା ଦେଇଛନ୍ତି। ଚଢ଼ାଉରେ ଗାର୍ଡ ଶିଶିରେଖା ଦିୱାନୀ, ପୂର୍ଣ୍ଣଚନ୍ଦ୍ର ବେହେରା ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri