ବାଲାକୋଟ୍‌ ଆକ୍ରମଣ ଉପରେ ନିର୍ମାଣ ହେବ ଫିଲ୍ମ, ନିର୍ଦ୍ଦେଶନା ଦେବେ ଅଭିଷେକ କପୁର

ବମ୍ବେ: ଉରି ପରେ ଏବେ ବାଲାକୋଟ୍‌ରେ ହୋଇଥିବା ଭାରତୀୟ ବାୟୁସେନାର ଆକ୍ରମଣକୁ ନେଇ ନିର୍ମାଣ ହେବାକୁ ଯାଉଛି ଫିଲ୍ମ। ଏଥିନେଇ ଆଗକୁ ଆସିଛନ୍ତି ବଲିଉଡ୍‌ର ନାମୀଦାମୀ ପ୍ରଯୋଜକ ସଂଞ୍ଜୟ ଲୀଲା ବନ୍‌ଶାଲୀ, ଭୂଷଣ କୁମାର, ମହାବୀର ଜୈନ ଏବଂ ପ୍ରଜ୍ଞା କପୁର ପ୍ରମୁଖ। ଆଧିକାରୀକ ଭାବେ ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ନିଜ ଟୁଇଟର ପୃଷ୍ଠାରେ ଏହାର ଘୋଷଣା କରିଛନ୍ତି। ଫିଲ୍ମଟିର ନିର୍ଦ୍ଦେଶନା ଦେବେ ଜାତୀୟ ପୁରସ୍କାର ବିଜେତା ଅଭିଷେକ କପୁର।

ପୁଲଓ୍ବାମାରେ ଆତଙ୍କବାଦୀମାନଙ୍କ ଆକ୍ରମଣରେ ୪୦ଜଣ ଯବାନ ପ୍ରାଣ ହରାଇଥିଲେ। ଏହାର ପ୍ରତିଶୋଧ ନେବାକୁ ଯାଇ ଫେବୟାରୀ ୧୪ରେ ବାୟୁସେନା ପକ୍ଷରୁ ପାକିସ୍ତାନର ବାଲାକୋଟରେ ଆକ୍ରମଣ କରାଯାଇଥିଲା। ଏଥିରେ ଜୈଶ-ଏ-ମହମ୍ମଦର କେତେକ ଆଡ୍ଡାକୁ ନଷ୍ଟ କରାଯାଇଥିଲା। ଫଳରେ ୨ଶହରୁ ୩ଶହ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।

ପୂର୍ବରୁ ଉରି ଆକ୍ରମଣକୁ ନେଇ ଫିଲ୍ମ ନିର୍ମାଣ ହୋଇ ସାରିଛି। ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ବିକ୍କି କୌଶଲ। ଫିଲ୍ମଟିକୁ ଦର୍ଶକମାନେ ବେଶ୍‌ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?