Posted inଜାତୀୟ

ବାଲାକୋଟ ଆକ୍ରମଣରେ ପାକ୍‌ ସୈନ୍ୟ ମରି ନ ଥିଲେ: ସୁଷମା

ଅହମ୍ମଦାବାଦ,୨୦ା୪(ପି.ଟି.): ପାକିସ୍ତାନର ବାଲାକୋଟସ୍ଥିତ ଆତଙ୍କବାଦୀ ଶିବିର ଉପରେ ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନାର ବୋମାମାଡ଼ରେ ଜଣେ ହେଲେ ପାକସ୍ତାନୀ ସୈନ୍ୟ କିମ୍ବା ସାଧାରଣ ନାଗରିକ ନିହତ ହୋଇ ନ ଥିଲେ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସ୍ପଷ୍ଟ କରିଛନ୍ତିି। ଭାଜପା ମହିଳା କର୍ମୀଙ୍କୁ ଉଦ୍‌ବୋଧନ ଦେଇ ସୁଷମା କହିଛନ୍ତି, ପୁଲ୍‌ଓ୍ବାମା ଆକ୍ରମଣ ପରେ କାର୍ଯ୍ୟାନୁଷ୍ଠାନ ପାଇଁ ଭାରତୀୟ ସେନାକୁ ପୂର୍ଣ୍ଣ ସ୍ବାଧୀନତା ଦିଆଯାଇଥିଲେ ମଧ୍ୟ ପାକିସ୍ତାନର କେହି ନାଗରିକ କିମ୍ବା ସେଠାର ସୈନ୍ୟବାହିନୀର କୌଣସି କ୍ଷତି ନ ହେବା ଆବଶ୍ୟକ ବୋଲି କୁହାଯାଇଥିଲା। ଆମର ଏୟାର ଷ୍ଟ୍ରାଇକ୍‌ ଆତ୍ମରକ୍ଷା ପାଇଁ ଉଦ୍ଦିଷ୍ଟ ଥିବା କଥା ଅନ୍ତର୍ଜାତୀୟ ସମୁଦାୟକୁ ଜଣାଇ ଦିଆଯାଇଥିବା ସୁଷମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri