ଭଣ୍ଡାରିପୋଖରୀ,୧୮।୪ (ଡିି.ଏନ୍.ଏ.)-ଭଣ୍ଡାରିପୋଖରୀ ପୋଲିସ ଗୁରୁବାର ସକାଳେ ମାଲଦା ରାସ୍ତାରେ ଲକଡାଉନ ସମୟରେ ବାଲି ଓ କୋଇଲା ପରିବହନ କରୁଥିବା ୭ଟି ଗାଡିକୁ ଜବତ କରି ଥାନାରେ ଅଟକ ରଖିଥିଲେ। କୋଇଲା ପରିବହନ କରୁଥିବା ଦୁଇ ପିକ୍ଅପ୍ ଗାଡିର ଚାଳକ ଧାମନଗର ଥାନା ଦେହୁଡ଼ିଆନନ୍ଦପୁର ଗ୍ରାମର ଗଙ୍ଗାଧର ସାହୁ ଓ ବିସିକେଶନ ବେହେରାଙ୍କୁ ଭଣ୍ଡାରିପୋଖରୀ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏନେଇ ଥାନାରେ ଏକ ମାମଲା (ନଂ.୭୭/୨୦) ରୁଜୁ ହୋଇଛି।
Posted inଆମ ଜିଲା ଖବର, ଭଦ୍ରକ View All
ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ
ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…
ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ
ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…
ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…
ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍ ଏସିଆ ୱାଲର୍ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ
ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍ ଏସିଆ ୱାଲର୍ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…
ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ
ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…
ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ
ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…
ପାଟଶାଢ଼ିରେ ସମ୍ବଲପୁରୀ ଦିନ୍: ଚର୍ଚ୍ଚାରେ ହେମାଞ୍ଚଳ
ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…
ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…
କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…
Archives

