ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଯୋଗଦେଲେ ଦେବେନ୍ଦ୍ର

ବାଲିଗୁଡା, ୧୭।୧.(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଦୀର୍ଘଦିନ ଧରି ଉପ ଜିଲାପାଳ ପଦବୀ ଖାଲି ପଡିଥିଲା। ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଶୁକ୍ରବାର ଦେବେନ୍ଦ୍ର କୁମାର ନନ୍ଦ(ଓଏଏ୍‌ସ)ଦାୟିତ୍ୱ ଗ୍ରହଣ କରିଛନ୍ତିି l ଏହା ପୂର୍ବରୁ ସେ ସମ୍ବଲପୁର ମ୍ୟୁନିସିପାଲିଟିରେ ଡେପୁଟି କମିଶନର ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ l ଶ୍ରୀନନ୍ଦ ଏଠାରେ ଯୋଗଦେବା ପରେ ବାଲିଗୁଡା ଉପଖଣ୍ଡର ସମସ୍ତ ପ୍ରକାର ସାମୁହିକ କାର୍ଯ୍ୟକ୍ରମ ମିଳିମିଶି କରିବେ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଉଜୁଡ଼ିଗଲା ଫସଲ, ଜିଲାପାଳଙ୍କ ସ୍ମାରକପତ୍ର ପ୍ରଦାନ କରି ଚାଷୀ…

ଦିଗପହଣ୍ଡି,୭ା୧୧(ଅଶେଷ ନାଥ ମିଶ୍ର): ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ବନ୍ୟାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇବା ଦାବିରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗଞ୍ଜାମ…

ମଦ ବିକ୍ରିକୁ ତୀବ୍ର ବିରୋଧ: ତାତିଲେ ଗ୍ରାମବାସୀ, ଭାଙ୍ଗିଲେ କାଉଣ୍ଟର ଆଜ୍‌ବେଷ୍ଟସ୍‌

ନୟାଗଡ଼,୭ା୧୧(ଲୋକନାଥ ମିଶ୍ର): ଗାଁରେ ମଦ ବିକ୍ରିକୁ ନେଇ ତେଜିଛି ଅସନ୍ତୋଷ। ମଦ ବିକ୍ରି ବନ୍ଦ କରିବା ଦାବିରେ ଏକଜୁଟ ହୋଇ ରାସ୍ତାରୋକୋ କରିଛନ୍ତି ଗ୍ରାମବାସୀ। ନୟାଗଡ଼ ବ୍ଲକ…

୨ ଦିନ ଧରି ନିଖୋଜ ଥିଲେ ଯବାନ, ଆଜି ଗଛରେ ଝୁଲୁଥିଲା ମୃତଦେହ, ଘଟଣାସ୍ଥଳରୁ…

ଲଖନପୁର,୭ା୧୧(ଗୌତମ ସାହୁ): ଦୁଇଦିନ ଧରି ନିଖୋଜ ଥିବା ଜଣେ ଓଏସ୍‌ପି ଯବାନଙ୍କ ଝୁଲନ୍ତା ମୃତଦେହକୁ ସୁନ୍ଦରଗଡ଼ ଜିଲା ହେମଗିରି ପୋଲିସ ଶନିବାର ଉଦ୍ଧାର କରିଛି। ମୃତ ଯବାନ…

ପ୍ରଧାନଶିକ୍ଷୟିତ୍ରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ: ସ୍କୁଲ ଫାଟକରେ ତାଲା ପକାଇଲେ ଅଭିଭାବକ

ବଞ୍ଚୋ,୭ା୧୧(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ପୌରପାଳିକାର ୧ ନମ୍ବର ଓ୍ବାର୍ଡ ଅଧୀନରେ ଥିବା ବିରିବଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟବସ୍ଥାକୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ…

କଣ୍ଟାମାଳ ବିଡିଓ ନିଲମ୍ବିତ

କଣ୍ଟାମାଳ,୭ା୧୧: ବୌଦ୍ଧ ଜିଲା କଣ୍ଟାମାଳ ବିଡିଓ ସାମି ରେଡ୍ଡୀ ଜୟଶ୍ରୀଙ୍କ ବିରୋଧରେ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ…

ଶୌଚ ପାଇଁ ନାଳକୁ ଯାଇଥିଲେ ଖଗେଶ୍ୱର, ହଠାତ୍‌ ଆକ୍ରମଣ କଲା ଦନ୍ତା ହାତୀ: ଆଉ ତା’ପରେ…

ସମ୍ବଲପୁର,୭।୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲି ଯୁଯୋମୁରା ଥାନା ଅନ୍ତର୍ଗତ କଂସର ପଞ୍ଚାୟତର ବୁଢ଼ିଆକଟା ଗ୍ରାମରେ ସକାଳୁ ସକାଳୁ ଏକ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି।…

କଳିଙ୍ଗା ଘାଟି ରାସ୍ତା ଖୋଲିଲା: ଯାନବାହନ ଚଳାଚଳ ସ୍ବାଭାବିକ

ଭଞ୍ଜନଗର,୭।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ବାରମ୍ବାର ଭୂସ୍ଖଳନ ଯୋଗୁ ରାସ୍ତା ବନ୍ଦ ରହିଥିବାରୁ ଏହା କେବେ ଖୋଲିବ, ସେନେଇ…

ଦାରିଙ୍ଗବାଡ଼ି-ଗାଜଲବାଡ଼ି ରାସ୍ତାରେ ଗଡ଼ିଲା ୪ ଚକିଆ ଗାଡ଼ି: ଭାରୀଯାନ ଉପରେ କଟକଣା ଜାରି

ଦାରିଙ୍ଗବାଡ଼ି, ୭।୧୧ (ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୂସ୍ଖଳନ ଓ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଦାରିଙ୍ଗବାଡ଼ି-ଗାଜଲବାଡ଼ି ରାସ୍ତାରେ ଯାତାୟାତ ପୁଣି ସୱାଭାବିକ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?