ବାଲିଗୁଡ଼ାରେ ପର୍ଯ୍ୟଟନ ମନ୍ତ୍ରୀ, ବିଭିନ୍ନ ସମସ୍ୟା ନେଇ ଆଲୋଚନା

ବାଲିଗୁଡ଼ା,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ଥାନୀୟ ବନବାସୀ ସେବା ସମିତିରେ ପହଞ୍ଚି ଅନ୍ତେବାସୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅନୁଷ୍ଠାନ ଦ୍ୱାରା ପରିଚାଳିତ ବିଭିନ୍ନ ବିଭାଗର ସୁବିଧା ଆସୁବିଧା ଜାଣିବା ପରେ ସରକାରଙ୍କ ପକ୍ଷରୁ ଏହି ଅନୁଷ୍ଠାନକୁ ସମସ୍ତ ସୁବିଧା ସୁଯୋଗ ଦିଆଯିବ ବୋଲି କହିଛନ୍ତିି। ଏହାପରେ ବାଲିଗୁଡା ବ୍ଲକକୁ ଯାଇଥିଲେ ା ବ୍ଲକରେ ଉପଜିଲାପାଳ ତଥା ଆଇଟିଡିଏ ପିଏ ରାଜେନ୍ଦ୍ର ରଣଜିତ୍‌, ବିଡିଓ ନରେଶ ଚନ୍ଦ୍ର ଶବର ଓ ତହସିଲଦାର ସୁଶ୍ରୀ କ୍ଷିରାବ୍ଧୀ ତନୟା ସାହୁଙ୍କ ସହ ଆଲୋଚନା କରିବା ସହ ସରକାରଙ୍କ ବିଭିନ୍ନ ଯୋଜନା ସାଧାରଣ ଲୋକଙ୍କ ପାଖରେ ପହଞ୍ଚି ପାରୁଛି କି ନାହିଁ ପଚାରି ବୁଝିଥିଲେ। ପରେ ବ୍ଲକର କାର୍ଯ୍ୟକଳାପକୁ ନେଇ ମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଦିଲ୍ଲୀପ: କଲେଜର ଉନ୍ନତି ପ୍ରତି ଦିଆଯିବ ଧ୍ୟାନ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଡଃ ଦିଲ୍ଲୀପ କୁମାର ପ୍ରଧାନ ସୋମବାର ଦାୟିତ୍ୱ ନେଇଛନ୍ତି। ସେ ବାଲିପଦର…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri